କଲମ୍ବୋ: ଶ୍ରୀଲଙ୍କାର ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ଷ ଦେଶ ଛାଡି ଯାଇପାରିବେ ନାହିଁ ସୁପ୍ରିମକୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ତାଙ୍କ ଦୁଇ ଭାଇ ଏବଂ ମନ୍ତ୍ରୀ ବାସିଲ ରାଜପକ୍ଷଙ୍କ ଉପରେ ମଧ୍ୟ ଏହି କଟକଣା ଲାଗୁ କରାଯାଇଛି । ଏମାନଙ୍କ ଭାଇ ତଥା ପୂର୍ବତନ ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷ ଦେଶ ଛାଡି ପଳାଇବା ପରେ ଇସ୍ତଫା ଦେଇଥିଲେ । ରାଜପକ୍ଷ ସରକାରଙ୍କ ଭୁଲ ନୀତି ଯୋଗୁ ଶ୍ରୀଲଙ୍କା ଆର୍ଥୀକ ସ୍ଥିତି ସମ୍ପୂର୍ଣ୍ଣ ଭାବେ ଦୁର୍ବଳ ହୋଇ ପଡିଥିଲା । ଶେଷର ଜନ ସାଧାରଣଙ୍କ ତୀବ୍ର ବିରୋଧ ପରେ ତାଙ୍କ ସରକାରଙ୍କ ପତନ ଘଟିଥିଲା । ରାନୀଲ ବିକ୍ରମସିଂଘେ ଏବେ କାମଚଳା ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ଶ୍ରୀଲଙ୍କାରେ ମଧ୍ୟ ଧିରେ ଧିରେ ଶାନ୍ତି ଫେରିବାରେ ଲାଗିଛି । ଖୁବ୍ ଶୀଘ୍ର ଏହି ସମସ୍ୟାର ସମାଧାନ ହୋଇଯିବ ବୋଲି ବିରୋଧୀ ଦଳର ନେତାମାନେ ଆଶା ବ୍ୟକ୍ତ କରିଛନ୍ତି । ଆସନ୍ତା ୨୦ ତାରିଖରେ ରାଷ୍ଟ୍ରପତି ଚୟନ କରାଯିବ ।
BREAKING NEWS
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
Comments are closed.