ଭୁବନେଶ୍ୱର: ଜୁନ୍ ୧୭ରେ ସ୍କୁଲ, କଲେଜ ଖୋଲିବା ପରେ ଯେକୌଣସି ସମୟରେ ହୋଇପାରେ ପରୀକ୍ଷା । ଆଜି ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ଜୁନ୍ ୧୭ ପରେ ବାକି ରହିଯାଇଥିବା ପରୀକ୍ଷା ହେବ । ଛୁଟି ସମୟରେ ପଢ଼ାପଢ଼ି କରିବାକୁ ପିଲାଙ୍କୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ପିଜି ଏକକ ପ୍ରାବେଶିକା ପରୀକ୍ଷା କୁଳପତି ମାନଙ୍କ ସହ ଆଲୋଚନା ପରେ ଏଭଳି ନିଷ୍ପତି ନିଆଯାଇଛି । ଉଚ୍ଚଶିକ୍ଷା ବିଭାର ସମୀକ୍ଷା ପରେ ମନ୍ତ୍ରୀ ଅରୁଣ ସାହୁ ଏନେଇ ସୂଚନା ଦେଇଛନ୍ତି । ଶିକ୍ଷା ବ୍ୟବସ୍ଥାର ସ୍ଥିତିକୁ ଦେଖି ୟୁଜିସି ୭ ଜଣିଆ କମିଟି ଗଠନ କରିଛି । ୟୁଜିସି ରିପୋର୍ଟ ଆଧାରରେ ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ଅରୁଣ ସାହୁ କହିଛନ୍ତି ।
BREAKING NEWS
- ୨୦୧୩ ଝିରମ ଘାଟି ନରସଂହାର ମାମଲାରେ ୧୦ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ
- ଏସିଆନ୍ ଗେମ୍ସ: ବିପ୍ରଜ ନିଗମ ଜାତୀୟ ଦଳରେ ସାମିଲ, ବାଦ ପଡ଼ିଲେ ବରୁଣ
- Dahi Bara: ଦହିବରା ଖାଇ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ
- ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି, EPFO ଦରମା ସୀମା ୧୫ ହଜାର ଟଙ୍କାରୁ ୨୫ ହଜାର ଟଙ୍କାକୁ ବୃଦ୍ଧି
- ଜନ୍ମଦିନ ପାଳିବ ସୁଭଦ୍ରା, ଘରେ ଘରେ ଦୀପ ଜାଳିବେ ମହିଳା
- ତୃତୀୟ ଟି୨୦ ପୂର୍ବରୁ ବୈଭବଙ୍କୁ ନେଇ ସଞ୍ଜୁଙ୍କ ବଡ଼ ବୟାନ
- ଏଥର ଆଗୁଆ ମିଳିବ ପାଣିପାଗ ସୂଚନା, ଉଦ୍ଘାଟନ ହେଲା ଡପଲର ୱେଦର ରାଡାର କେନ୍ଦ୍ର
- ଶ୍ମଶାନକୁ ନାହିଁ ରାସ୍ତା;ଶବ ସତ୍କାର ପାଇଁ ଉଛୁଳା ନଦୀ ପାର ହେଉଛନ୍ତି ସମ୍ପର୍କୀୟ
- Pak Navy Ship: ଧକ୍କା ହେଲା ଭାରତ-ପାକ୍ ନୌସେନା ଜାହାଜ, ପାକ୍ ଦୂତଙ୍କୁ ଡାକି ବର୍ଷିଲା ଭାରତ!
- Bengaluru Woman Died: ଚକୋଲେଟ୍ ଖାଇଲେ, ଗାଧୋଇ ଗଲେ…କିଛି ମିନିଟ୍ ପରେ ଚାଲିଗଲା ଜୀବନ!

Comments are closed.