ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ ଫୁଟବଲରେ ଅଭିଜ୍ଞ ବ୍ରାଜିଲ ଫରୱାର୍ଡ ଜୋନାଥସ କ୍ରିଷ୍ଟିଆନ ଡି ଜିସସ ଓଡିଶା ଏଫସି ସହ ଚୁକ୍ତିବଦ୍ଧ ହୋଇଛନ୍ତି । ଜୋନାଥସ ବ୍ରାଜିଲ ନେଦରଲାଣ୍ଡ, ସ୍ପେନ, ଇଟାଲୀ ଓ ଜର୍ମାନୀର ଅନେକ ପ୍ରତିଷ୍ଠିତ କ୍ଲବ ପକ୍ଷରୁ ଖେଳି ସାରିଛନ୍ତି । ୧୦୦ରୁ ଊର୍ଦ୍ଧ୍ୱ ଗୋଲ ତାଙ୍କ ନାମରେ ରହିଛି । ବ୍ରାଜିଲର ଏହି ଷ୍ଟାର ଖେଳାଳିଙ୍କ ଉପସ୍ଥିତି ଓଡିଶା ଏଫସିକୁ ଫାଇଦାରେ ରଖିବ ବୋଲି ଆଶା କରାଯାଉଛି ।
ମୂଖ୍ୟ କୋଚ କିକୋ ରାମରେଜ କହିଛନ୍ତି ଜୋନାଥସ ଆମର ମୂଖ୍ୟ ଗୋଲ ସ୍କୋରରେ ହେବେ । କ୍ଲବ ସଭାପତି ରାଜ ଅଠାୱଲେ ମଧ୍ୟ ଚଳିତ ସଂସ୍କରଣ ପାଇଁ ସାମିଲ କରା ଯାଇଥିବା ବିଦେଶୀ ଖେଳାଳି ଦଳକୁ ମଜଭୁତ କରିବେ ବୋଲି ସେ କହିଛନ୍ତି ।
BREAKING NEWS
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
- papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩ ବିଭାଗରେ…
Comments are closed.