ନୂଆଦିଲ୍ଲୀ: ବେଙ୍ଗାଲୁରୁର ଏଆଇ ଇଞ୍ଜିନିୟର ତାଙ୍କ ପତ୍ନୀ ଏବଂ ଶାଶୁ ଘର ଲୋକଙ୍କ ଦ୍ୱାରା ନିର୍ଯ୍ୟାତିତ ହେବା ଏବଂ ଆତ୍ମହତ୍ୟା କରିବାକୁ ନେଇ ଦେଶବ୍ୟାପୀ ଉତ୍ତେଜନା ଦେଖାଦେଇଛି। ଏହାରି ମଧ୍ୟରେ ସୁପ୍ରିମକୋର୍ଟ ଏକ ପୃଥକ ମାମଲାରେ ମହିଳାଙ୍କ ସ୍ୱାମୀଙ୍କ ବିରୁଦ୍ଧରେ ଦାଖଲ ହୋଇଥିବା ବିବାହ ସମ୍ପର୍କିତ ଆଇନର ଅପବ୍ୟବହାର ନେଇ ବର୍ଷିବା ସହ ଚେତାବନୀ ଦେଇଛନ୍ତି। “ବ୍ୟକ୍ତିଗତ ସ୍ବାର୍ଥ” ପାଇଁ ଏକ ଆଇନର ଅପବ୍ୟବହାର କରାଯାଇପାରିବ ନାହିଁ ବୋଲି କୋର୍ଟ କହିଛନ୍ତି।
BREAKING NEWS
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ
- ଚଳିତ ମୌସୁମୀରେ ନୂଆ ରେକର୍ଡ: ବଙ୍ଗୋପସାଗରରେ ସୃଷ୍ଟି ହେଲାଣି ୧୧ଟି ଲଘୁଚାପ
- ମହଙ୍ଗା ଜାଲରେ ଛନ୍ଦି ହେଲାଣି ମଧ୍ୟବିତ୍ତ ପରିବାର: ଦରଦାମ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍!
- ଏମକେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ
- ଟି୨୦ ଆନ୍ତର୍ଜାତୀୟରେ ଜସପ୍ରୀତ ବୁମରାଙ୍କ ବିଶ୍ୱ ରେକର୍ଡ
- ଜନ୍ତର ମନ୍ତର ହିଂସା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଜାମିନ ପ୍ରଦାନ କଲେ ପଟିଆଲା ହାଉସ କୋର୍ଟ
- ୟୁପିଆଇ କାରବାର ନେଇ ନୂଆ ନିୟମ:ଜାଣନ୍ତୁ ନୂଆ ସ୍ଲାବ୍

Comments are closed.