ଇସଲାମାବାଦ: ପାକିସ୍ତାନକୁ ଧମକ ଦେଲେ ସମସ୍ତ ସୋସିଆଲ ମିଡିଆ ପ୍ଲାଟଫର୍ମ । ସୋସିଆଲ ମିଡିଆର ଲୋକପ୍ରିୟ ପ୍ଲାଟଫର୍ମ ଫେସବୁକ୍, ଟ୍ୱିଟର, ଗୁଗୁଲ ଭଳି ଅନେକ କମ୍ପାନୀ ପାକିସ୍ତାନ ବିରୋଧରେ ଏବେ ସ୍ୱର ଉଠାଇଛନ୍ତି । ପାକିସ୍ତାନରେ ସେବା ବନ୍ଦ କରିବାକୁ ସେମାନେ ଧମକ ଦେଇଛନ୍ତି ।
ପାକିସ୍ତାନର ଡିଜିଟାଲ ସେନ୍ସରସିପ୍ ନିୟମକୁ ନେଇ କମ୍ପାନୀ ଗୁଡିକ ଇମ୍ରାନ ସରକାରଙ୍କୁ ଚେତାବନୀ ଦେଇଛନ୍ତି । ଏହି ସେନ୍ସରସିପ୍ ନିୟମ ଯୋଗୁଁ ସୋସିଆଲ ମିଡିଆ ପ୍ଲାଟଫର୍ମ ଗୁଡିକ ନିଜ ସେବା ଜାରି ରଖିବା ପାଇଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏଥିପାଇଁ ସମସ୍ତ ସୋସିଆଲ ମିଡିଆ ପ୍ଲାଟଫର୍ମ କମ୍ପାନୀକୁ ନେଇ ଗଠିତ ଗୋଷ୍ଠୀ ଏସିଆ ଇଣ୍ଟରନେଟ୍ କୋଲେସେନ୍ ପକ୍ଷରୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କୁ ଚିଠି ଲେଖିଛନ୍ତି । ଡିଜିଟାଲ ସେନ୍ସରସିପ୍ ଆଇନ୍ରେ ପରିବର୍ତ୍ତନ ଆଣିବା ପାଇଁ ସେମାନେ ଦାବି କରିଛନ୍ତି । ଯଦି ପରିବର୍ତ୍ତନ ନହୁଏ ତେବେ ପାକିସ୍ତାନରୁ ନିଜର ସେବାଗୁଡିକୁ ବାଧ୍ୟ ହୋଇ ବନ୍ଦ କରିବେ ବୋଲି ସେମାନେ ଚେତାବନୀ ଦେଇଛନ୍ତି ।
BREAKING NEWS
- ଡ୍ୟୁଟି ବେଳେ ହୋମଗାର୍ଡଙ୍କ ମୃତ୍ୟୁ
- ISRO ଉତ୍କ୍ଷେପଣ କଲା PSLV-C62 ରକେଟ୍ ‘ଅନ୍ୱେଷା’
- Rourkela Plane Crash: ବିମାନ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ, କହିଲେ ଭଗବାନ ଆମକୁ ରକ୍ଷା କରିଦେଲେ…
- ନିଜକୁ ‘ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି’ କହିଲେ ଡୋନାଲ୍ଡ ଟ୍ରମ୍ପ, ନିଜ ପୋଷ୍ଟରେ କଲେ ଦାବି…
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
Comments are closed.