କଟକ: ବ୍ରାଣ୍ଡ ଅସଲି । ଜିନିଷ ନକଲି । କଟକରୁ ପୁଣି ନକଲି ଘିଅ କାରଖାନା ଠାବ । ସଦର ଥାନା ଅନ୍ତର୍ଗତ ଗବଗସ୍ତରେ ଠାବ କଲା ମାଲଗୋଦାମ ଥାନା ପୋଲିସ । ନାମୀଦାମୀ ବ୍ରାଣ୍ଡର ବିପୁଳ ନକଲି ଘିଅ ଓ ପ୍ରସ୍ତୁତି ସାମଗ୍ରୀ ଜବତ କରାଯାଇଛି । ପାମୋଲିନ ତେଲ, ବିଭିନ୍ନ କମ୍ପାନୀ ଲୋଗୋ ସହ ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ କରିଛି ମାଲଗୋଦାମ ଥାନା ପୋଲିସ । ଫ୍ୟାକ୍ଟ୍ରି ମାଲିକଙ୍କୁ ଅଟକ ରଖାଯାଇଛି । ବିଶେଷସୂତ୍ରରୁ ଖବର ପାଇ ଗବଗସ୍ତରେ ଚଢ଼ାଉ କରିଥିଲା ପୋଲିସ । ପୂର୍ବରୁ କଟକରେ ନକଲି ତେଲ ଓ ହଳଦିଗୁଣ୍ଡ କାରଖାନା ଠାବ ହୋଇଥିଲା ।
BREAKING NEWS
- ୨୩ଟି ଦେଶରେ ବ୍ୟାପିଛି କରୋନା ଭାଇରସର ନୂଆ ଭାରିଆଣ୍ଟ, ଭାରତ ଉପରେ ଏହାର ପ୍ରଭାବ ରହିଛି କି?
- Stampede at Bihar’s Temple: ନାଳନ୍ଦାର ଶୀତଳା ମନ୍ଦିରରେ ଦଳାଚକଟା, ଚାଲିଗଲା ୮ ଜୀବନ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
- Sonia Gandhi Discharged From Hospital: ସୁସ୍ଥ ହୋଇ ଘରକୁ ଫେରିଲେ ସୋନିଆ ଗାନ୍ଧୀ
- Health Minister Accuses Opposition: ନିଜ ଜିଦରେ ଅଟଳ ବିରୋଧୀ…ବର୍ଷିଲେ ସ୍ୱାସ୍ଥ୍ୟମନ୍ତ୍ରୀ…ଆଜି ବି ଅଚଳାବସ୍ଥା…
- Odisha Weather Alert: ଆହୁରି ୪ ଦିନ କାଳବୈଶାଖୀ ବର୍ଷା, ୫୦ କିମି/ଘଣ୍ଟା ବେଗରେ ବହିବ ପବନ
- ମଧ୍ୟପ୍ରାଚ୍ୟରେ ୮ ଭାରତୀୟଙ୍କ ମୃତ୍ୟୁ, ଜଣେ ନିଖୋଜ: ଫେରିଲା ୫୫ ଲକ୍ଷ
- ଗ୍ୟାସ ସିଲିଣ୍ଡର୍ କଳାବଜାରୀ ରୋକିବାକୁ ପ୍ରଶାସନ ପକ୍ଷରୁ ଚଢ଼ାଉ
- ସରକାରଙ୍କ ବଡ଼ ଆଶ୍ୱାସନା: ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
Comments are closed.