କଟକ: ପୁଣି ବ୍ରାଣ୍ଡ ଅସଲି ମାଲ୍ ନକଲି । ଅସଲି ବ୍ରାଣ୍ଡରେ ବିକ୍ରି ହେଉଥିଲା ନକଲି ମାଳ୍ । କଟକରୁ ପୁଣି ଥରେ ନକଲି ସସ୍ କାରଖାନା ଠାବ ହୋଇଛି । କଟକ ଜଗତପୁର ଆଇବି ରୋଡ୍ରେ ଏକ ନକଲି ସସ୍ କାରଖାନା ଉପରେ ପୋଲିସ ଚଢ଼ାଉ କରିଛି । ବିପୁଳ ପରିମାଣର ନକଲି ସସ୍ ଓ ପ୍ରସ୍ତୁତରେ ବ୍ୟବହୃତ ସାମଗ୍ରୀ ଜବତ କରିଛି ପୋଲିସ । ରେଡ୍ ବେଳେ ପୋଲିସ ଜଣକୁ ଅଟକ ରଖି ପଚରାଉଚରା କରୁଛି ।
ସସ୍ ବୋତଲରେ ଶୁଭମ ଫୁଡ୍ସ୍ ମଂଚେଶ୍ୱର ଇଂଡଷ୍ଟ୍ରିଆଲ ଭୁବନେଶ୍ୱର ଷ୍ଟିକର ଲାଗିଥିବା ବେଳେ ଏହା କଟକରେ ତିଆରି ହେଉଥିଲା । ଏଥିସହ ଏହି କାରଖାନାର ଫୁଡ ଲାଇସେନ୍ସ ମଧ୍ୟ ନଥିଲା । ଏକ୍ସପାଇଏରି ଏସେସନ୍ସ, ଫୁଟ କଲର ଆଦିକୁ ପୋଲିସ ଜବତ କରିଛି । ପୂର୍ବରୁ ମଧ୍ୟ କଟକରୁ ତେଲ,ଧୂମକାଠ, ପୂଜା ଘିଅ ଆଦି କାରଖାନା ଉପରେ ମଧ୍ୟ ପୋଲିସ ଚଢ଼ାଉ କରିଥିଲା ।
BREAKING NEWS
- ଟି୨୦ ବିଶ୍ୱକପ କ୍ରିକେଟ: ଘୋଷଣା ହେଲା ମ୍ୟାଚ ଅଫିସିଆଲଙ୍କ ନାମ, ୨ଜଣ ଭାରତୀୟ ସାମିଲ
- Black Tigers: ରାଜ୍ୟରେ ବଢିଛି କଳା ବାଘଙ୍କ ସଂଖ୍ୟା..
- First newspaper in india: ଭାରତର ପ୍ରଥମ ଖବରକାଗଜ…ଦୋହଲାଇ ଦେଇଥିଲା ବ୍ରିଟିଶ ଶାସନର ମୂଳଦୁଆ
- High Court: ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ୍ ଜାରି କଲେ ହାଇକୋର୍ଟ..
- ଚୀନରେ ଏସିଆନ୍ ଇନଡୋର ଆଥଲେଟିକ୍ସ ଚାମ୍ପିଅନସିପ୍… କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ଦଳର ପ୍ରଶିକ୍ଷଣ ଆରମ୍ଭ
- AI Data Centers In Space: ମହାକାଶରେ ଖୋଲିବ AI ଡାଟା ସେଣ୍ଟର, ଐତିହାସିକ ପଦକ୍ଷେପ ନେବାକୁ ଯାଉଛନ୍ତି SpaceX CEO…
- EPFO: ସର୍ବନିମ୍ନ ପେନସନ୍ ୭,୫୦୦ ଟଙ୍କାକୁ ବୃଦ୍ଧି କରିବେ କି ସରକାର? ଶ୍ରମ ମନ୍ତ୍ରୀ ଦେଲେ ବଡ଼ ସୂଚନା…
- ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି
- India EU Trade Deal: ‘ମଦର୍ ଅଫ୍ ଅଲ୍ ଡ଼ିଲ’, ସରିଫ୍-ୟୁନୁସଙ୍କ ପାଇଁ କାଳ!
- Senior Citizens To Visit Puri: ବରିଷ୍ଠ ନାଗରିକ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ ସରକାର
Comments are closed.