କଟକ: ପୁଣି ବ୍ରାଣ୍ଡ ଅସଲି ମାଲ୍ ନକଲି । ଅସଲି ବ୍ରାଣ୍ଡରେ ବିକ୍ରି ହେଉଥିଲା ନକଲି ମାଳ୍ । କଟକରୁ ପୁଣି ଥରେ ନକଲି ସସ୍ କାରଖାନା ଠାବ ହୋଇଛି । କଟକ ଜଗତପୁର ଆଇବି ରୋଡ୍ରେ ଏକ ନକଲି ସସ୍ କାରଖାନା ଉପରେ ପୋଲିସ ଚଢ଼ାଉ କରିଛି । ବିପୁଳ ପରିମାଣର ନକଲି ସସ୍ ଓ ପ୍ରସ୍ତୁତରେ ବ୍ୟବହୃତ ସାମଗ୍ରୀ ଜବତ କରିଛି ପୋଲିସ । ରେଡ୍ ବେଳେ ପୋଲିସ ଜଣକୁ ଅଟକ ରଖି ପଚରାଉଚରା କରୁଛି ।
ସସ୍ ବୋତଲରେ ଶୁଭମ ଫୁଡ୍ସ୍ ମଂଚେଶ୍ୱର ଇଂଡଷ୍ଟ୍ରିଆଲ ଭୁବନେଶ୍ୱର ଷ୍ଟିକର ଲାଗିଥିବା ବେଳେ ଏହା କଟକରେ ତିଆରି ହେଉଥିଲା । ଏଥିସହ ଏହି କାରଖାନାର ଫୁଡ ଲାଇସେନ୍ସ ମଧ୍ୟ ନଥିଲା । ଏକ୍ସପାଇଏରି ଏସେସନ୍ସ, ଫୁଟ କଲର ଆଦିକୁ ପୋଲିସ ଜବତ କରିଛି । ପୂର୍ବରୁ ମଧ୍ୟ କଟକରୁ ତେଲ,ଧୂମକାଠ, ପୂଜା ଘିଅ ଆଦି କାରଖାନା ଉପରେ ମଧ୍ୟ ପୋଲିସ ଚଢ଼ାଉ କରିଥିଲା ।
BREAKING NEWS
- ଖରାପ କୋଲେଷ୍ଟେରଲ୍ ବ୍ୟତୀତ ଏହି ୬କାରଣ ହାର୍ଟ ପାାଇଁ ବିପଦ
- J&K Encounter: ପହଲଗାମ୍ ମାଷ୍ଟରମାଇଣ୍ଡ ହାଶିମ ମୂସା ନିପାତ
- ମଝି ଆକାଶରେ ପାଇଲଟକୁ ଛୁରାମାଡ଼, ଅଳ୍ପକେ ବର୍ତ୍ତିଲେ ୧୮୦ ଯାତ୍ରୀ
- ଭାରତକୁ ‘ଉଚ୍ଚଜାତି ହିନ୍ଦୁ ରାଷ୍ଟ୍ର’ କରିବା ପାଇଁ ଚାହୁଁଛି SIR: ନିର୍ମଳା ସୀତାରମଣଙ୍କ ସ୍ୱାମୀ ପରକଲା ପ୍ରଭାକର
- Modi Cabinet: ମୋଦୀ କ୍ୟାବିନେଟ୍ର ବଡ଼ ନିଷ୍ପତ୍ତି; ୬ ରବି ଫସଲର MSP ବଢ଼ିଲା, ଗ୍ରୀନ୍ ଏନର୍ଜି କରିଡରକୁ ମଞ୍ଜୁରୀ
- Koffee With Karan: ସିଜିନ୍-୯ ପରେ ଶୋ’ ଶେଷ, ଭାବବିହ୍ୱଳ ଭିଡିଓ ପୋଷ୍ଟ
- Chambal to UPSC: ଜେଜେ ଚମ୍ବଲର ଡକାୟତ! ନାତି ବାଛିଲେ ଅଲଗା ରାସ୍ତା; UPSCରେ ସଫଳ ହୋଇ ଏବେ ସିଭିଲ ସର୍ଭିସରେ
- ‘Save Democracy’: ବଡ ଘୋଷଣା କଲା ଇଣ୍ଡି ମେଣ୍ଟ, ଜିଲ୍ଲା ଜିଲ୍ଲାରେ ‘ଲୋକତନ୍ତ୍ର ବଞ୍ଜାଅ’ ଆନ୍ଦୋଳନ, ୬ରେ EC ଅଫିସ୍ ଘେରିବେ ବିରୋଧୀ ସାଂସଦ
- ଦିଲ୍ଲୀ ଦଙ୍ଗା ସମ୍ବନ୍ଧୀୟ UAPA ମାମଲା, ଉମର ଓ ସର୍ଜିଲଙ୍କୁ ମିଳିଲାନି ବେଲ୍
- ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା; ରୋଷେୟାକୁ ଗିରଫ କଲା ପୋଲିସ

Comments are closed.