Latest Odisha News

BREAKING NEWS

ଖ୍ୟାତନାମା ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ଦେହାନ୍ତ

କଟକ: ବିଶିଷ୍ଟ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ଶନିବାର ଦିନ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା ।

ଦୂରଦର୍ଶନ ତଥା ଓଡ଼ିଶା ସଙ୍ଗୀତ ଜଗତରେ ରାଧାକାନ୍ତ ବେଶ୍ ପରିଚିତ ଥିଲେ । ତାଙ୍କର ମୃତ୍ୟୁରେ ଓଡ଼ିଶା କଳା ଓ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି ।

ସେ ଦୀର୍ଘଦିନ ଧରି କର୍କଟରୋଗରେ ପୀଡ଼ିତ ରହିଥିଲେ । ଆଜି ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି । ଗତକାଲି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହୋଇପଡ଼ିବାରୁ ତାଙ୍କୁ ଡ଼ାକ୍ତରାଖାନାରେ ଭର୍ତ୍ତି କରାଯାଇଥିଲା ।

Leave A Reply

Your email address will not be published.