Latest Odisha News

BREAKING NEWS

୪ ବର୍ଷର ପୁଅକୁ ମାରି ଟାଙ୍ଗିଦେଲା ସୈତାନ ବାପା !

ରାଉରକେଲା: ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ତୁମରନ୍ ଗାଁରେ ଲୋମ ଟାଙ୍କୁରୀ ଘଟଣା ଘଟିଛି  । ୪ ବର୍ଷର ପୁଅକୁ ବାପା ମାରି ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ଘର ଭିତରୁ ପୁଅର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି  ।  ଏ ପର୍ଯ୍ୟନ୍ତ ହତ୍ୟାକାଣ୍ଡର କାରଣ ଜଣାପଡିନି  ।  ସେପଟେ ହତ୍ୟାକାରୀ ବାପାକୁ ପୋଲିସ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.