ମୁମ୍ବାଇ: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଆଶଙ୍କା ପ୍ରକାଶ କରାଯାଇଛି। ଆତଙ୍କବାଦୀମାନେ ମୁମ୍ବାଇରେ ବଡ଼ ଧରଣର ଆକ୍ରମଣ କରିପାରନ୍ତି ବୋଲି ବିଶେଷ ସୂତ୍ରରୁ ପ୍ରକାଶ। ଏ ସମ୍ପର୍କରେ ମୁମ୍ବାଇ ପୋଲିସ ମଧ୍ୟ ସତର୍କ ସୂଚନା ଜାରି କରିଛି। ଆକ୍ରମଣ ସମ୍ଭାବନା ପରେ ସହରରେ ଡ୍ରୋନ୍ ଉପରେ ମଧ୍ୟ ନିଷେଧାଦେଶ ଜାରି କରାଯାଇଛି।
ଆଶଙ୍କା କରାଯାଉଛି ଯେ ଉତ୍ସବ ସମୟରେ ରିମୋଟ୍ ଦ୍ୱାରା ନିୟନ୍ତ୍ରିତ ଏୟାର୍କ୍ରାଫ୍ଟ କିମ୍ବା ଏୟାର ମିସାଇଲ୍ ମାଧ୍ୟମରେ ଜନନଗହଳିପୂର୍ଣ୍ଣ ଅଞ୍ଚଳରେ ଆତଙ୍କୀ ହମ୍ଲା ହୋଇପାରେ। ପ୍ରତିରକ୍ଷା ବିଶେଷଜ୍ଞଙ୍କ ମତନୁଯାୟୀ ବର୍ତ୍ତମାନ, ପାକିସ୍ତାନ ଏବଂ ଆତଙ୍କବାଦୀ ସଂଗଠନଗୁଡ଼ିକ କେବଳ ରାଜନୈତିକ ଅସ୍ଥିରତା ନୁହେଁ ବରଂ ଉତ୍ସବ ଆଦିରେ ବାଧା ସୃଷ୍ଟି କରିବା ପାଇଁ ବଡ଼ ଧରଣର ଆକ୍ରମଣ କରିପାରନ୍ତି।
BREAKING NEWS
- Odisha Parab 2026: ଓଡ଼ିଶା ପରବ ୨୦୨୬ ଉଦ୍ଘାଟିତ; ଆସାମରେ ଓଡ଼ିଶାର ସାଂସ୍କୃତିକ ଓ ପର୍ଯ୍ୟଟନ ବୈଭବ ପ୍ରଦର୍ଶିତ
- ଆନ୍ତର୍ଜାତୀୟ ସ୍ତରରେ ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ାବିତ୍ଙ୍କୁ ସମ୍ମାନିତ କଲେ କ୍ରୀଡ଼ା ମନ୍ତ୍ରୀ
- ଝିଅ ବେକରେ ଛୁରୀ ଲଗେଇ କାଉନସିଲରଙ୍କ ଘରୁ ଲୁଟ୍
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
Comments are closed.