ବାଲେଶ୍ୱର: ବାଲେଶ୍ୱର ଷ୍ଟେସନ୍ରେ ପହଞ୍ଚିଲା ଆଉ ଏକ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସିଥିବା ସ୍ୱତନ୍ତ୍ର ଟ୍ରେନ୍ । ଟ୍ରେନ୍ରେ ଆସିଛନ୍ତି ୪୦୨ ଜଣ ପ୍ରବାସୀ ଓଡ଼ିଆ ।
ଅଧିକ ପଢନ୍ତୁ: ଭଦ୍ରକ ଷ୍ଟେସନରେ ପହଞ୍ଚିଲା ପ୍ରବସୀଙ୍କୁ ନେଇ ଆସୁଥିବା ଆଉ ଏକ ଟ୍ରେନ
ସମସ୍ତେ ମହାରାଷ୍ଟ୍ରର ଥାନେରୁ ଆସିଛନ୍ତି । ସମସ୍ତଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ପରେ ନିଜ ନିଜ ପଞ୍ଚାୟତକୁ ପଠାଯିବ । ସେଠାରେ ସମସ୍ତଙ୍କୁ କ୍ବାରେଣ୍ଟାଇନ୍ ହୋମ୍ରେ ରଖାଯିବ ।
Comments are closed.