ନୂଆଦିଲ୍ଲୀ: ଭାଲେଣ୍ଟାଇନ୍ସ ଡେ ଅବସରରେ ବାହୁବଲୀ ଆକ୍ଟର ପ୍ରଭାସଙ୍କ ଅଭିନୀତ ଫିଲ୍ ‘ରାଧେ ଶ୍ୟାମ୍’ର ଟିଜର ରିଲିଜ୍ ହୋଇଛି। ମୁଖ୍ୟ ଭୂମିକାରେ ପ୍ରଭାସ ଏବଂ ପୂଜା ହେଗଡେ ଅଭିନୟ କରିଛନ୍ତି। ଏହି ଫିଲ୍ମ ରାଧା କ୍ରୀଷ୍ଣ କୁମାରଙ୍କ ଦ୍ବାରା ନିର୍ଦ୍ଦେଶିତ। ଫିଲ୍ମରେ ପ୍ରଭାସ ଏବଂ ପୂଜାଙ୍କ ରୋମାନ୍ସ ଭରା ଦୃଶ୍ୟ ଦେଖିବାକୁ ମିଳିବ। ଏହାପୂର୍ବରୁ ଫିଲ୍ମର ଅନେକ ଝଲକ ଦର୍ଶକଙ୍କୁ ଦେଖିବାକୁ ମିଳିଛି। ଫିଲ୍ମକୁ ନେଇ ପ୍ରଭାସଙ୍କ ପ୍ରଶଂସକମାନେ ମଧ୍ୟ ବେଶ୍ ଉତ୍ସାହିତ ଥିବା ଦେଖିବାକୁ ମିଳିଛି।
BREAKING NEWS
- Odisha Parab 2026: ଓଡ଼ିଶା ପରବ ୨୦୨୬ ଉଦ୍ଘାଟିତ; ଆସାମରେ ଓଡ଼ିଶାର ସାଂସ୍କୃତିକ ଓ ପର୍ଯ୍ୟଟନ ବୈଭବ ପ୍ରଦର୍ଶିତ
- ଆନ୍ତର୍ଜାତୀୟ ସ୍ତରରେ ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ାବିତ୍ଙ୍କୁ ସମ୍ମାନିତ କଲେ କ୍ରୀଡ଼ା ମନ୍ତ୍ରୀ
- ଝିଅ ବେକରେ ଛୁରୀ ଲଗେଇ କାଉନସିଲରଙ୍କ ଘରୁ ଲୁଟ୍
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
Comments are closed.