ଭୁବନେଶ୍ୱର: ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟର ତାଲିକାର ଚୂଡ଼ାନ୍ତ ପ୍ରକାଶନ ଅକ୍ଟୋବର ୯ ତାରିଖରେ ହେବାକୁ ଯାଉଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ଆର.ଏସ୍. ଗୋପାଳନ ମଙ୍ଗଳବାର ଦିନ କହିଛନ୍ତି।
ଗତ ସପ୍ତାହରେ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଆବଶ୍ୟକ ହୋଇପଡିଛି।
Comments are closed.