ନୂଆଦିଲ୍ଲୀ: କରୋନା ସଂକଟ ମଧ୍ୟରେ କେନ୍ଦ୍ର ସରକାର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର କର୍ମଚାରୀଙ୍କ ବର୍ଦ୍ଧିତ ମହଙ୍ଗା ଭତ୍ତାକୁ ବାତିଲ କରାଯାଇଛି । ୨୦୨୧ ଜୁଲାଇ ଯାଏଁ କେନ୍ଦ୍ର କର୍ମଚାରୀଙ୍କ ବର୍ଦ୍ଧିତ ମହଙ୍ଗା ଭତ୍ତା ଉପରେ କଟକଣା ଜାରି କରାଯାଇଛି ।
ଏହି ନିଷ୍ପତତ୍ତ ଦ୍ୱାରା ୨୦୨୦ ଜାନୁଆରୀରୁ ୩୦ ଜୁନ ୨୦୨୧ ଯାଏଁ କୌଣସି ଭତ୍ତା ଦିଆଯିବନାହିଁ । କେନ୍ଦ୍ର ସରକାରଙ୍କ ପେନସନଭୋଗୀଙ୍କ ଉପରେ ମଧ୍ୟ ଏହି ନିର୍ଦ୍ଦେଶନାମା ଜାରି ହେବ । ଗତମାସରେ କେନ୍ଦ୍ର କ୍ୟାବିନେଟରେ ୪ ପ୍ରତିଶତ ମହଙ୍ଗା ଭତା ବଢାଇବା ନେଇ ନିଷ୍ପତି ହୋଇଥିଲା । ଫଳରେ ସେମାନଙ୍କ ମହଙ୍ଗା ଭତା ୧୭ ପ୍ରତିଶତରୁ ବଢି ୨୧ ପ୍ରତିଶତ ହୋଇଥିଲା ।
କିନ୍ତୁ କରୋନା ସଂକଟ ଦେଶର ଆର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି । ଏଥିଯୋଗୁଁ କେନ୍ଦ୍ର ସରକାର ବର୍ଦ୍ଧିତ ମହଙ୍ଗା ଭତ୍ତାକୁ ବାତିଲ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।
BREAKING NEWS
- ଜନସେବା କେନ୍ଦ୍ର ମାଲିକଙ୍କୁ ହତ୍ୟା ଅଭିଯୋଗ
- Odisha CAG Expose: ସିଏଜି ରିପୋର୍ଟରେ ଓଡ଼ିଶାରେ ମାଳମାଳ ଅନିୟମିତତା; ୬୪୦ କୋଟି ଜରିମାନା ଆଦାୟ ହୋଇନି, DMF ଟଙ୍କାରେ ହକି ଷ୍ଟାଡିୟମ!
- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ; ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସର ସହକାରୀ ନିର୍ଦ୍ଦେଶକଙ୍କ ୭ ସ୍ଥାନରେ ରେଡ୍
- ଭାଲୁକୁଣି ବିସର୍ଜନ ବେଳେ ଅଘଟଣ; DJ ସାଉଣ୍ଡ ବକ୍ସ ପଡ଼ି ୭ ଆହତ
- ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ

Comments are closed.