ଭୁବନେଶ୍ବର: ଭୁବନେଶ୍ବର ଲୋକସେବା ଭବନରେ ଅଗ୍ନିକାଣ୍ଡ । ରାଜଧାନୀ ଭୁବନେଶ୍ବରରେ ଥିବା ଲୋକସେବା ଭବନରେ ନିଆଁ ଲାଗିଯାଇଛି । ଲୋକସବା ଭବନର ପ୍ରଥମ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଛି । ରାଜସ୍ବ ବିଭାଗ କାର୍ଯ୍ୟାଳୟରେ ନିଆଁ ଲାଗିଯାଇଛି । ଏସି ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡରେ କୌଣସି କାଗଜ ପତ୍ର ନଷ୍ଟ ହୋଇନି । ନିଆଁ ଲାଗିବା ସମୟରେ ରାଜସ୍ୱ ବିଭାଗ କୋଠାରେ କେହି କର୍ମଚାରୀ ଥିଲେ ନାହିଁ ତାହା ମଧ୍ୟ ଜଣାପଡ଼ିନାହିଁ। ଅନ୍ୟପକ୍ଷରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବା ଉଦ୍ୟମ ଚଳାଇଛନ୍ତି।
BREAKING NEWS
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
Comments are closed.