ପୁରୀ : ପୁରୀ ବସଷ୍ଟାଣ୍ଡରେ ଅଭାବନୀୟ ଘଟଣା । ବସଷ୍ଟାଣ୍ଡରେ ନିଆଁ ଲାଗି ଜଳିଗଲା ୩ଟି ବସ୍ । ବସଷ୍ଟାଣ୍ଡରେ ୩ଟି ବସ୍ ଛିଡା ହୋଇଥିବା ବେଳେ ନିଆଁ ଲାଗିଥିଲା । ଅଗ୍ନିକାଣ୍ଡରେ ବସଟି ଜଳୁଥିବା ବେଳେ, ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ସୂଚନା ଅନୁସାରେ, ବସଷ୍ଟାଣ୍ଡରେ ଛିଡ଼ା ହୋଇଥିବା ବେଳେ ଗୋଟିଏ ବସରେ ନିଆଁ ଲାଗିଥିଲା । ପରେ ପାଖରେ ଥିବା ଅନ୍ୟ ଦୁଇଟି ବସକୁ ନିଆଁ ବ୍ୟାପିଥିଲା । ଫଳରେ ପାଖରେ ଥିବା ଦୁଇଟି ବସ ମଧ୍ୟ ଜଳି ଯାଇଥିଲା । ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହାର କାରଣ ଜଣାପଡିନାହିଁ ।
BREAKING NEWS
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
- ଆସାମ ନିର୍ବାଚନ ପାଇଁ ବିଜେପିର ମାଷ୍ଟର ପ୍ଲାନ୍
- ୨୩ଟି ଦେଶରେ ବ୍ୟାପିଛି କରୋନା ଭାଇରସର ନୂଆ ଭାରିଆଣ୍ଟ, ଭାରତ ଉପରେ ଏହାର ପ୍ରଭାବ ରହିଛି କି?
- Stampede at Bihar’s Temple: ନାଳନ୍ଦାର ଶୀତଳା ମନ୍ଦିରରେ ଦଳାଚକଟା, ଚାଲିଗଲା ୮ ଜୀବନ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
- Sonia Gandhi Discharged From Hospital: ସୁସ୍ଥ ହୋଇ ଘରକୁ ଫେରିଲେ ସୋନିଆ ଗାନ୍ଧୀ
- Health Minister Accuses Opposition: ନିଜ ଜିଦରେ ଅଟଳ ବିରୋଧୀ…ବର୍ଷିଲେ ସ୍ୱାସ୍ଥ୍ୟମନ୍ତ୍ରୀ…ଆଜି ବି ଅଚଳାବସ୍ଥା…
- Odisha Weather Alert: ଆହୁରି ୪ ଦିନ କାଳବୈଶାଖୀ ବର୍ଷା, ୫୦ କିମି/ଘଣ୍ଟା ବେଗରେ ବହିବ ପବନ
- ମଧ୍ୟପ୍ରାଚ୍ୟରେ ୮ ଭାରତୀୟଙ୍କ ମୃତ୍ୟୁ, ଜଣେ ନିଖୋଜ: ଫେରିଲା ୫୫ ଲକ୍ଷ
Comments are closed.