Latest Odisha News

କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ, ୧୩ ମୃତ

ମୁମ୍ବାଇ: ମୁମ୍ବାଇ ଭାସାଇରରେ ଶୁକ୍ରବାର ଦିନ ବିଜୟ ବଲ୍ଲଭ ନାମକ ଏକ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ପାଖାପାଖି ୧୩ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି।

ଭାସାଇ ବିରାର ମ୍ୟୁନିସିପାଲ କର୍ପୋରେସନର କରୋନା କଣ୍ଟ୍ରୋଲ ରୁମ ଦ୍ୱାରା ପ୍ରକାଶିତ ବିବୃତ୍ତି ଅନୁଯାୟୀ ଏହି ଦୁର୍ଘଟଣା ପରେ ଅନ୍ୟ ରୋଗୀଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

 

Comments are closed.