Latest Odisha News

BREAKING NEWS

କଟକ ଶିଶୁଭବନ ଆଇସିୟୁରେ ଅଗ୍ନିକାଣ୍ଡ

କଟକ: କଟକ ଶିଶୁଭବନ ଆଇସିୟୁରେ ଆଜି ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି । ଖବର ଦେବାରୁ ତୁରନ୍ତ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆହତ୍ତ କରିଥିଲା । ତେବେ ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ । ସର୍ଟ ସର୍କିଟ ଯୋଗୁଁ ଏହି ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

କିଛି ଦିନ ତଳେ ସହରର ଏକ ଘରୋଇ ମେଡିକାଲରେ ଲାଗିଥିଲା ଭୟଙ୍କର ଅଗ୍ନିକାଣ୍ଡ ।

Leave A Reply

Your email address will not be published.