କଟକ : କଟକ ମାଣିକଘୋଷ ବଜାରରେ ଭୟାବହ ଅଗ୍ନିକାଣ୍ଡ। ଝୁଣା ଧୂପରୁ ଜଣେ ବ୍ୟକ୍ତିଙ୍କ ଘରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ନିଆଁ ପ୍ରବଳ ବେଗରେ ଦୁଇ ମହଲା ଘରକୁ ବ୍ୟାପି ଯାଇଛି । ରାସ୍ତା ସଙ୍କୀର୍ଣ୍ଣ ଥିବାରୁ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଁଚି ନିଆଁ ଲିଭାଇବା କଷ୍ଟସାଧ୍ୟ ହୋଇଥିଲା । ପରେ ଦୁଇଟି ଅଗ୍ନିଶମ ଗାଡି ଘଟଣା ସ୍ଥଳରେ ପହଁଚି ନିଆଁ ଲିଭାଇବା ପାଇଁ ଉଦ୍ୟମ କରିଥିଲେ। ଦୀର୍ଘ ଦେଢ ଘଣ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଛି।
BREAKING NEWS
- ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ
- ଆସିଲା ନୂଆ ନିୟମ, ବୀମା ଓ PUCC ନଥିଲେ ହେବନି FASTag ରିଚାର୍ଜ
- ବିଜୟ ହଜାରେ ଟ୍ରଫି: ଗୁଜରାଟ ନିକଟରୁ ଶୋଚନୀୟ ଭାବେ ହାରିଲା ଓଡିଶା
- ଆରଟିଆଇ ଆବେଦନକାରୀଙ୍କ ଲାଞ୍ଚ ଦାବି ଅଭିଯୋଗ; ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
- ପ୍ରଦୂଷଣ ପାଇଁ ଟ୍ୱିନସିଟିରେ କଟକଣା; ସନ୍ଧ୍ୟା ୬ରୁ ନିର୍ମାଣ କାମ ବନ୍ଦ
- କରୀନାଙ୍କ ପ୍ରେମରେ ପଡିଛନ୍ତି କି କାର୍ତିକ
- Government new rules ସାବଧାନ!ରାସ୍ତାରେ ପାନ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା
- ହୋଟେଲ୍, ଢାବାରେ କାଠ ଓ କୋଇଲା ଜାଳିଲେ ଲାଗିବ ଫାଇନ: ବିଏମସି
- ଆସନ୍ତାକାଲି ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ
- ବାଲି ନେଲା ଜୀବନ; ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ଦୁର୍ଘଟଣାରେ ସାମ୍ବାଦିକାଙ୍କ ସମେତ ୨ ମୃତ
Comments are closed.