Latest Odisha News

BREAKING NEWS

ନନ୍ଦନକାନନର ବଟାନିକାଲ୍ ଗାର୍ଡେନରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ଦିନ ଅଗ୍ନିକାଣ୍ଡ ଘଟିଛି।

ସୂଚନା ଅନୁଯାୟୀ, ପ୍ରାଣୀ ଉଦ୍ୟାନର ବଟାନିକାଲ୍ ଗାର୍ଡେନରେ ଭିତରେ ଥିବା ଏକ ନିଛାଟିଆ ଅଞ୍ଚଳରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ।

ତେବେ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି।

Comments are closed.