Latest Odisha News

BREAKING NEWS

କାଗଜ କଳରେ ଅଗ୍ନିକାଣ୍ଡ, ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ବାଲେଶ୍ଵର: ବାଲେଶ୍ୱର ଜିଲ୍ଲାର ରେମୁଣା ଅନ୍ତର୍ଗତ ଇମାମି କାଗଜ କଳରେ ମଙ୍ଗବାର ଦିନ ଅଗ୍ନିକାଣ୍ଡ ଘଟିଛି।

ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିବା ସହ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଛନ୍ତି ।

ଏହାଫଳରେ ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିଲା ବେଳେ କିଛି କାଗଜ ପତ୍ର ପୋଡି ଯାଇଥିବା ନେଇ ସୁତ୍ରରୁ ପ୍ରକାଶ ।

ତେବେ ନିଆଁ ଲାଗିବାର ସଠିକ୍ କାରଣ ଜଣାପଡିନଥିବା ବେଳେ ସର୍ଟସର୍କିଟ୍ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ନେଇ ଅଗ୍ନିଶମ କର୍ମଚାରୀମାନେ ଅନୁମାନ କରିଛନ୍ତି ।

Leave A Reply

Your email address will not be published.