ଭୁବନେଶ୍ୱର : ଏସବିଆଇ ଶାଖାରେ ଅଗ୍ନିକାଣ୍ଡ । ପୁରୀ ଜିଲ୍ଲା ସତ୍ୟବାଦୀ ଏସବିଆଇ ବ୍ୟାଙ୍କ ଶାଖାରେ ଅଗ୍ନିକାଣ୍ଡ ଘଟିଛି । ସୂଚନା ଅନୁସାରେ ବ୍ୟାଙ୍କ କ୍ୟାଣ୍ଟିନର ଗ୍ୟାପ ପାଇପ ଲିକ ହୋଇ ଏହି ଅଗ୍ନିକାଣ୍ଡ ଘଟିଥିଲା । ବ୍ୟାଙ୍କ ରେ ଧୂଆଁମୟ ହେବାରୁ ଗ୍ରାହକ ଓ କର୍ମଚାରୀ ଭୟଭୀତ ହୋଇ ବ୍ୟାଙ୍କ ବାହାର କୁ ଜୀବନ ବିକଳରେ ପଳାଇ ଆସିଥିଲେ । ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଁଚି ନିଆଁ କୁ ଆୟତ୍ତ କରିଛି। ଅଗ୍ନିକାଣ୍ଡରେ ବ୍ୟାଙ୍କ ର ବିଶେଷ କିଛି ନଷ୍ଟ ହୋଇ ନାହିଁ । ଆଜି କ୍ୟାଣ୍ଟିନରେ ରୋଷେଇ ହେଉଥିବା ସମୟରେ ଏଭଳି ଘଟଣା ଘଟିଥିଲା ବୋଲି ଜଣାପଡିଛି ।
BREAKING NEWS
- ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି

Comments are closed.