Latest Odisha News

BREAKING NEWS

ରାଜଧାନୀରେ ଫାଷ୍ଟ ଫୁଡ୍ ଦୋକାନରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଗୋପବନ୍ଧୁ ଛକରେ ଥିବା ଫାଷ୍ଟଫୁଡ ଦୋକାନ ଗ୍ରୀନ ଚିଲିରେ ଅଗ୍ନିକାଣ୍ଡ। ଆଜି ସନ୍ଧ୍ୟାରେ ଘଟିଛି ଏହି ଘଟଣା । ତେବେ ଅଗ୍ନିକାଣ୍ଡରେୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଏଠାରେ କାମ କରୁଥିବା ସମସ୍ତ କର୍ମଚାରୀ । ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

BjdElectrycity

ମିଳିଥିବା ସୂଚନା ଅନୁସାରେ ଏକ ଗ୍ୟାସ ସିଲିଣ୍ଡର ଲିକ୍ ହେବାରୁ ଦୋକାନରେ ନିଆଁ ଲାଗି ଯାଇଥିଲା । କର୍ମଚାରୀମାନେ ବାହାରକୁ ଚାଲିଆସିଥିଲେ ବି ଦୋକାନ ଭିତର ପୋଡି ଯାଇଥିଲା ।

Leave A Reply

Your email address will not be published.