ଖୋର୍ଦ୍ଧା: ଫଳ ଦୋକାନରେ ଭୟାବହ ଅଗ୍ନିକାଣ୍ଡ । ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ନିକଟରେ ଥିବା ଫଳ ଓ ପରିବା ଦୋକାନରେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି । ତେବେ ଅଗ୍ନିକାଣ୍ଡର କାରଣ ଜଣାପଡିନଥିବା ବେଳେ ଖୋର୍ଦ୍ଧା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ନିଆଁକୁ ଆୟତ୍ତ କରିବା ନେଇ ଦୁଇଟି ଦମକଳ ଗାଡି ନିୟୋଜିତ ହୋଇଥିବା ଜଣାପଡିଛି ।
BREAKING NEWS
- ବିଜେପି ଜାତୀୟ ଅଧ୍ୟକ୍ଷ ପାଇଁ ନିର୍ବାଚନ ତାରିଖ ଘୋଷଣା…
- ଦଳ ବିରୋଧୀ କାର୍ଯ୍ୟକଳାପ; ବିଜେଡିରୁ ଗଣେଶ୍ୱର ବରାଳ ନିଲମ୍ବିତ
- ଖଣ୍ଡଗିରୀ ମେଳାରେ ଅନ୍ଧବିଶ୍ୱାସକୁ ପ୍ରଶ୍ରୟ ଦିଆଯିବନି, ସନାତନୀ ସଂସ୍କୃତି ନୀତିରେ ଯଜ୍ଞ ହେବ
- Honey Singh Apologises: ଭୁଲ୍ ମାଗିଲେ ହନି ସିଂହ
- ଫିଲ୍ମ ଫ୍ଲପ ହେବା ପରେ ୧୫ କୋଟି ଟଙ୍କା ଫେରାଇଲେ କାର୍ତିକ ଆର୍ଯ୍ୟନ
- ୧ ହଜାର ଷଣ୍ଢଙ୍କୁ ନେଇ ଆରମ୍ଭ ବିବାଦୀୟ ଜଲ୍ଲିକଟ୍ଟୁ…
- India Vs Iran: ଭାରତ ନା ଇରାନ ? ସ୍ୱାଦ, ରଙ୍ଗ ଏବଂ ସୁଗନ୍ଧ ଦୃଷ୍ଟିରୁ କେଉଁ ଦେଶର କେସର ୧ ନମ୍ବର…
- ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ନବୀକରଣ; ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ବିଆଇଟିଏମ୍ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
- ଅଭିନେତା ସାଲମାନ ଖାନ ଓ ହ୍ରିତିକ ରୋଶନଙ୍କ ନାଁରେ ଖାଉଟି ଅଦାଲତରେ ଏତଲା ରୁଜୁ
- ଭାରତକୁ ଧମକ ଦେଲା ଆତଙ୍କବାଦୀ ରୌଫ୍
Comments are closed.