Latest Odisha News

BREAKING NEWS

ଅଗ୍ନିକାଣ୍ଡରେ ପୋଡ଼ି ପାଉଁଶ ହୋଇଗଲା ୧୪ ବଖରା ଘର

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମର ଖଇରଜୋଳା ସାହିରେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଗ୍ରାମରେ ଥିବା ୧୪ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି ।

ଏହି ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.