ଆସିକା: ଗଂଜାମ ଜିଲ୍ଲା ଆସିକାରେ ଅଘଟଣ । ମହାଭାରତ ନାଟକ ପରିବେଷଣ ବେଳେ ବାଣ ବିସ୍ଫୋରଣରେ ୮ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ବ୍ରହ୍ମପୁର ଏମ୍କେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କ ମଧ୍ୟରେ ଅଧିକାଂଶ ନାବାଳକ ଥିବା ଜଣାପଡିଛି ।
ସୂଚନା ମୁତାବକ, ଆସିକା କଇଥଳା ଗାଁରେ ମହାଭାରତ ନାଟକ ଚାଲିଥିବା ବେଳେ ଆତସବାଜୀ କରାଯାଇଥିଲା । ତେବେ ଆତସବାଜୀ ବେଳେ କୌଣସି କାରଣରୁ ସେଠାରେ ରଖାଯାଇଥିବା ବାଣରେ ନିଆଁ ଲାଗି ବିସ୍ଫୋରଣ ହୋଇଥିଲା । ଫଳରେ ଏଥିରେ ୮ ଜଣ ଗୁରୁତର ହୋଇଥିଲେ । ସେପଟେ ନାଟକ ଦେଖିବାକୁ ଆସିଥିବା ଲୋକେ ବିସ୍ଫୋରଣ ଯୋଗୁଁ ଭୟରେ ଦୌଡି ପଳାଇଥିଲେ ।
BREAKING NEWS
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ସାମ୍ଭାଜୀ ମହାରାଜାଙ୍କ ପୁଅ ଭୂମିକା କରିବେ ଭିକ୍କି କୌଶଲ
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
- District Planning Committees: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ;୪ ମନ୍ତ୍ରୀ ଓ ୨୬ ବିଧାୟକଙ୍କୁ ଦାୟିତ୍ବ
- କାହିଁକି ବୃଦ୍ଧି ପାଉଛି ରାଣୀ ମହୁମାଛି ଚୋରା ଚାଲାଣ? ଜାଣନ୍ତୁ କେତେ ରହିଛି ଏହାର ବଜାର ମୂଲ୍ୟ
- Isreal After Trump says leave War: ଯୁଦ୍ଧରେ ଆମେରିକାଠୁ ଅଲଗା ହେଲା କି ଇସ୍ରାଏଲ? ଟ୍ରମ୍ପଙ୍କ ବୟାନ ପରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା…
- PM Modi Assam Visits: ଚା ବଗିଚାରେ ହଠାତ୍ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ମହିଳାଙ୍କ ସହ ଛିଣ୍ଡାଇଲେ ଚା ପତ୍ର…
Comments are closed.