ବାଲେଶ୍ବର : ବାଲେଶ୍ବରରେ ହୋଇଛି ଗୁଳିମାଡ଼ । ଗଡ଼ଗଡ଼ିଆ ଛକ ନିକଟ ଏକ ଆପାର୍ଟମେଣ୍ଟ ନିକଟରେ ହୋଇଛି ଗୁଳିମାଡ଼ । ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଆନନ୍ଦ ସିଂହ ନାମକ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି । ବାଇକରେ ୨ ଜଣ ଦୁର୍ବୃତ୍ତ ଗୁଳିମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଗାଡ଼ି ପାର୍କିଂକୁ ନେଇ ଆନନ୍ଦ ସିଂହ ଓ ଦୁର୍ବୃତ୍ତଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ଏହି ବଚସାକୁ ନେଇ ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି । ଖବର ପାଇ ପୋଲିସ ଘଟଣାର ତନାଘନା କରୁଛି ।
BREAKING NEWS
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
- ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖୁସୀ ଖବର, ନେଟ୍ସକୁ ଫେରିଲେ କ୍ୟାପଟେନ କୁଲ
- ୧୫ ବର୍ଷ ପରେ ଆରମ୍ଭ ହେଲା ଜନଗଣନା, ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନଜିର ଜନ ଗଣନା
- Gold rate: ହଳଦିଆ ଓ ଧଳା ଧାତୁର କମିଲା ଦର
- Kanya Sumangala Yojana:‘ଝିଅ ଜନ୍ମ ହେବାର ବର୍ଷକ ଭିତରେ ସରକାର ଟଙ୍କା ପଠାଇବେ’
- ପରଲୋକରେ ପ୍ରଖ୍ୟାତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ
- ପୂନର୍ବାର ଚର୍ଚ୍ଚାରେ ପନ୍ତ-ଗୋୟଙ୍କାଙ୍କ ଆଲୋଚନା
- ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ
- PNG Connection: ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ;ଭଡ଼ାରେ ରହୁଥିବା ବ୍ୟକ୍ତି ବି ସୁବିଧା…
- AAP Removes Raghav Chadha: ରାଘବ ଚଢାଙ୍କୁ ବଡ଼ ଝଟକା, ରାଜ୍ୟସଭା ଉପନେତା ପଦରୁ ହଟାଇଲା AAP
Comments are closed.