ଉମରକୋଟ : ଉମରକୋଟରେ ବ୍ୟବସାୟୀଙ୍କୁ ଗୁଳିମାଡ଼ । ପିଏନବି ଶାଖା ଆଗରେ ଜଣେ ବ୍ୟବସାୟୀଙ୍କୁ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ । ଟି. ସଞ୍ଜୀବ ସୁବୁଦ୍ଧି ନାମକ ଜଣେ ବ୍ୟବସାୟୀ ବ୍ୟାଙ୍କ ଆଗରେ ବାଇକ୍ ଧରି ଛିଡ଼ା ହୋଇଥିବା ବେଳେ, ଦୁର୍ବୃତ୍ତମାନେ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ୩ ଜଣ ଦୁର୍ବୃତ୍ତ । ବ୍ୟବସାୟୀଙ୍କ ଅଣ୍ଟାରେ ଗୁଳି ବାଜିଥିବା ବେଳେ, ତାଙ୍କୁ ଉମରକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଏହି ଗୁଳିମାଡ଼ର କାରଣ ଜଣାପଡ଼ିନାହିଁ ।
BREAKING NEWS
- ବନ୍ୟା ପ୍ରଭାବିତ ଏହି ଜିଲ୍ଲାର ୩୧୩ଟି ସ୍କୁଲ୍ ବନ୍ଦ ଘୋଷଣା
- ଅପମିଶ୍ରିତ ପନିରକୁ ନେଇ ପୁଣି ବଡ଼ ରେଡ, ଟ୍ୱିନ ସିଟି ପରେ ଏବେ ବ୍ରହ୍ମପୁରରେ ଖାଦ୍ୟ ସୁରକ୍ଷା ବିଭାଗର ଟିମ
- ଆସୁଛି ଆଉ ଏକ ଲଘୁଚାପ: ପୁଣି ଝଡ଼ବର୍ଷା ଚେତାବନୀ, ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
- Circuit House gun case:ବନ୍ଧୁକ ମାମଲାରେ ବଢ଼ିଲା ଅଡୁଆ;ବିଜେପି ଯୁବ ନେତା ପ୍ରକାଶ ପାଶ୍ବାନ ନିଲମ୍ବିତ
- ଅନଲାଇନ୍ ଟ୍ୟାକ୍ସି ଚାଳକ ଓ ପୋଲିସ ମୁହାଁମୁହିଁ ଘଟଣା: ହିଂସାତ୍ମକ କାର୍ଯ୍ୟକଳାପକୁ ନିନ୍ଦା କଲା ବିଜେଡି, ପାଲଟା ଜବାବ ଦେଲା ବିଜେପି
- SBI ଆକାଉଣ୍ଟ ଧାରକଙ୍କୁ ବଡ଼ ଝଟକା, ବାରମ୍ବାର ଜମା ଖାତାରୁ ଟଙ୍କା ଉଠାଇଲେ ପଡ଼ିବ ଅଲଗା ଦେୟ, ଜାଣନ୍ତୁ କଣ ରହିଛି ନୂଆ ନିୟମ
- କିମ୍ସ ଡାକ୍ତରଙ୍କ ସଫଳତା: ୧୦ମାସର ଶିଶୁ ଖାଦ୍ୟନଳୀରୁ ବାହାରିଲା ଧାତବ ପିନ୍
- ଆୟ ବହିର୍ଭୂତ ସମ୍ପତ୍ତି ନେଇ ତହସିଲଦାର ଘରେ ଭିଜିଲାନ୍ସ, ନଗଦ ୫ ଲକ୍ଷ ଟଙ୍କା ଜବତ
- Flood Affected:ଆସନ୍ତାକାଲି ଏହି ଜିଲ୍ଲାର ୨୦୫ ସ୍କୁଲ ଛୁଟି ଘୋଷଣା;୨୬୫ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ…
- ବଢ଼ିଲା ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ବାର୍ଷିକ ପୋଷାକ ଭତ୍ତା

Comments are closed.