ବ୍ରହ୍ମପୁର: କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ବ୍ରହ୍ମପୁରର ୫ ପୋଲିସ କର୍ମଚାରୀ । ଏନେଇ ସୂଚନା ଦେଇଛନ୍ତି ବ୍ରହ୍ମପୁର ଏସପି ପିନାକି ମିଶ୍ର। ପୋଲିସକର୍ମୀ ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ପୋଲିସ ଷ୍ଟେସନକୁ ୨ ରୁ ୩ ଦିନ ଯାଏଁ ସାନିଟାଇଜ କରାଯିବ ବୋଲି ସୂଚନା ମିଳିଛି। ଗଞ୍ଜାମରେ ଦିନକୁ ଦିନ ସ୍ଥିତି ଭୟଙ୍କର ଆଡକୁ ଗତି କରୁଛି । ବର୍ତ୍ତମାନ ସୁଦ୍ଧା ଗଞ୍ଜାମରେ କରୋନା ପଜିଟିଭଙ୍କ ସଂଖ୍ୟା ସଂଖ୍ୟା ସର୍ବାଧିକ ୧୫୬୭ ରହିଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ଘଟିଛି ।
BREAKING NEWS
- ଦିଗହୀନ ବଜେଟ୍; କେନ୍ଦ୍ରୀୟ ବଜେଟ୍ ୨୦୨୬କୁ କଡ଼ା ସମାଲୋଚନା କଲେ ବିରୋଧୀ ନେତା…
- ଟି୨୦ରେ କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର
- Violence in Balochistan: ବେଲୁଚିସ୍ତାନ ପ୍ରସଙ୍ଗରେ ପାକ୍ କୁ କଡ଼ା ଜବାବ ଦେଲା ଭାରତ; ଆଭ୍ୟନ୍ତରୀଣ ବିଫଳତାରୁ ଧ୍ୟାନ ହଟାଇବାର ପ୍ରୟାସ
- ପ୍ରଫେସର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦର ସଦସ୍ୟ ମନୋନୀତ
- ନର୍ସରୀ ରାଇମ୍ ମାଧ୍ୟମରେ ୨୦୨୬ ବଜେଟକୁ କଟାକ୍ଷ କଲେ ମମତା
- ଜୋକୋଭିଚଙ୍କୁ ହରାଇ ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ହାସଲ କଲେ ଆଲକାରଜ
- ବଜେଟରେ ନିର୍ମଳା ସୀତାରମଣଙ୍କ ଶାଢ଼ି ସ୍ୱାଗ୍, ପ୍ରତ୍ୟେକ ଥର ଏକ ଭିନ୍ନ ଶୈଳୀ ଆସନ୍ତି ନଜର…
- ନନ୍ଦନକାନନରେ କୁମ୍ଭୀର ମୃତ; ୮ ଦିନରେ ୫…
- Development Projects In Subarnapur: ସୁବର୍ଣ୍ଣପୁର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬୩୩ କୋଟିର ପ୍ରକଳ୍ପ ଘୋଷଣା,ଓପନ୍ ଏୟାର ଥିଏଟର ପାଇଁ ୧୧.୨୩ କୋଟି
- Union Budget 2026: ଟିକସ ସ୍ଲାବରେ ମଧ୍ୟବିତ୍ତ ବର୍ଗଙ୍କ ପାଇଁ କଣ ରହିଛି…
Comments are closed.