Latest Odisha News

BREAKING NEWS

ରାଜ୍ୟରେ ସୁସ୍ଥ ହେଲେ ଆଉ ୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦନ ବଢ଼ିଚାଲିଛି । ଏହାରି ଭିତରେ ଓଡ଼ିଶା ପାଇଁ ଆସିଛି ଏକ ଖୁସି ଖବର । ଚିକିତ୍ସା ପରେ ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସୁସ୍ଥ ବ୍ୟକ୍ତିଙ୍କ ମଧ୍ୟରେ ୪ ଜଣ ବାଲେଶ୍ୱରର ଥିବା ବେଳେ ଜଣେ ଯାଜପୁରର ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ କୋଭିଡ-୧୯ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୬୮ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

Leave A Reply

Your email address will not be published.