କରଞ୍ଜିଆ: ଘୂର୍ଣ୍ଣିଝଡ଼ ଯୋଗୁଁ ଦୁର୍ଘଟଣା । ଘୂର୍ଣ୍ଣିଝଡ଼ ଯୋଗୁଁ ନିଆଁ ଲାଗି ଦ୍ରୁତଗତିରେ ଚାରିଆଡେ ବ୍ୟାପିବା ସହ ଜଙ୍ଗଲରେ ନିଆଁ ଲାଗି ଯାଇଥିଲା । ଧୂଆଁ ଯୋଗୁଁ ରାସ୍ତାରେ ୨ଟି ଅଟୋ ମୁହାଁମୁହିଁ ଧକ୍କା ହୋଇଥିଲା । ଜଙ୍ଗଲର ନିଆ ଛିଟିକି ରାସ୍ତାରେ ଉପରେ ପଡିଥିଲା । ଯାହାଫଳରେ ୫ ଯାତ୍ରୀ ପୋଡି ହୋଇ ଗୁରୁତର ହୋଇଥିବା ସୂଚନା ମିଳିଛି । ଗୁରୁତର ଅବସ୍ଥାରେ ୫ ଜଣଙ୍କୁ ଠାକୁରମୁଣ୍ଡା ମେଡିକାଲରେ ଭର୍ତ୍ତି କରାଯାଇଛି ।
BREAKING NEWS
- Naxalites Surrender:୫୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ;ମୁଣ୍ଡରେ ରହିଛି ୧କୋଟି୪୧ ଲକ୍ଷ
- Iran tensions: ଇସ୍ରାଏଲ ଯାତ୍ରା ନେଇ ଆଡଭାଇଜରୀ ଜାରି କଲା ଭାରତ
- ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ
- ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣା, ୪୦୦୦ ମହିଳାଙ୍କୁ ମିଳିବ…
- ପାଲକ ପନିରକୁ ନେଇ ବିବାଦ, ଭାରତୀୟ ଛାତ୍ରଙ୍କୁ ମିଳିଲା ୧.୮ କୋଟି…
- Indian coast guard: ଭାରତୀୟ ଜଳସୀମାରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଡଙ୍ଗା ଜବତ, ୯ ଗିରଫ
- ଇରାନରେ ବଢୁଛି ହିଂସା; କାଲିଠୁ ଉଦ୍ଧାର ହେବେ ଭାରତୀୟ..
- group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ
- ଆଉ ଜଣେ ଠକ ଡାକ୍ତର ଗିରଫ; ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କ ପରିବାରଠୁ ୨୨ ଲକ୍ଷ ଠକେଇ
- ଘରେ ଅଗ୍ନିକାଣ୍ଡ ଘଟି ତିନି ଜଣ ଶିଶୁଙ୍କ ସମେତ ୬ଜଣ ଜୀବନ୍ତ ଦଗ୍ଧ
Comments are closed.