ରାୟଗଡା : ଠିକା ସଂସ୍ଥା କ୍ୟାମ୍ପରେ ଟ୍ରକ ପୋଡ଼ିବା, ମାଓ ବ୍ୟାନର ଓ ପୋଷ୍ଟର ଲଗାଇବା ଅଭିଯୋଗର ୫ ଗିରଫ । ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଗତ ଜାନୁଆରୀ ୨୧ ତାରିଖରେ ସଦର ତହସିଲ ଅଫିସ ଫାଟକ, ବୁଡ଼ାଗୁଡ଼ା ଠାରେ ଥିବା ରାସ୍ତା ନିର୍ମାଣ କରିଥିବା ଠିକା ସଂସ୍ଥାର ଟ୍ରକ ଓ ଟ୍ରଲି ପୋଡ଼ି ଦେବା ଘଟଣାର ପୋଲିସ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ହେଲେ ଶେଷଖାଲ ଥାନା ଅନ୍ତର୍ଗତ ହାଣ୍ଡିପଡୁ ଗ୍ରାମର ଗୋପାଳ ମଣ୍ଡିଆ, କାଶୀପୁର କଞ୍ଜାଙ୍ଗମଣ୍ଡି ଗ୍ରାମର ବଲି ମାଝୀ, ଟିକିରି ଥାନା ରାମପୁର ଗ୍ରାମର ସୀମାଞ୍ଚଳ ମାଝୀ, ସନ୍ତୋଷ ରାୟ, ଦୁଡୁକାବହାଲ ଗ୍ରାମର ଜୟନ୍ତ ନାଏକ । ଏହି ୫ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ରାୟଗଡ଼ା ଏସଡିପିଓ ଦେବଜତୀ ଦାସ, ଥାନା ଅଧିକାରୀ ସୁକୁମା ହାଁସଦା ବିଭିନ୍ନ ସ୍ଥାନରେ ଚଢାଉ କରି ଏମାନଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲେ ।
BREAKING NEWS
- Union Budget 2026: ଟିକସ ସ୍ଲାବରେ ମଧ୍ୟବିତ୍ତ ବର୍ଗଙ୍କ ପାଇଁ କଣ ରହିଛି…
- ଝାରଖଣ୍ଡ ନିକଟରୁ ୪ ୱିକେଟରେ ହାରିଲା ଓଡିଶା
- Union Budget 2026: ବଜେଟ ସବୁ ବର୍ଗ ପାଇଁ ସହାୟକ: ମୁଖ୍ୟମନ୍ତ୍ରୀ
- Budget 2026: ୧୫ ହଜାର ସ୍କୁଲ ଏବଂ ୫୦୦ କଲେଜରେ ଖୋଲିବ କ୍ରିଏଟର ଲ୍ୟାବ୍; ଗେମିଂରେ ୧୦ ଲକ୍ଷ ନିଯୁକ୍ତି
- ପ୍ରତିରକ୍ଷା କ୍ଷେତ୍ର ପାଇଁ ବଡ଼ ଧରଣର ବ୍ୟୟବରାଦ ଘୋଷଣା କଲେ ସରକାର..
- ବଜେଟରେ ମହଙ୍ଗା ହେଲା ମଦ, ସିଗାରେଟ୍ ଏବଂ ପାନ ମସଲା…
- Union Budget 2026: ଚଳିତ ବଜେଟରେ ପର୍ଯ୍ୟଟନ କ୍ଷେତ୍ରକୁ କଣ ମିଳିଲା…
- Budget 2026: ମେଧାବୀ ଛାତ୍ରୀଙ୍କ ପାଇଁ ବଡ ଘୋଷଣା; ପ୍ରତ୍ୟେକ ଜିଲ୍ଲାରେ ବାଳିକା ଛାତ୍ରାବାସ ପ୍ରତିଷ୍ଠା ହେବ
- Budget 2026: ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟକୁ ଧ୍ୟାନରେ ରଖି ପ୍ରସ୍ତୁତ ହୋଇଛି: ଅମିତ ଶାହା
- Union Budget 2026: ବଜେଟ ପାଇଁ କାହିଁକି ଧସିଲା ସେୟାର ମାର୍କେଟ…
Comments are closed.