ବାଲେଶ୍ୱର : ବନ୍ୟା ପାଣିରେ ମାଛ ବୋଝେଇ ଟ୍ରାକ୍ଟର ଭାସିଯାଉଛି । ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ପଞ୍ଚାୟତର ସିଲଦା ଚଟାଣରେ ଏପରି ଅଘଟଣ ଘଟିଛି। ଜଳକା ନଦୀରେ ବନ୍ୟାରେ ସ୍ରୋତ ପ୍ରବାହିତ ହେଉଥିବା ସମୟରେ ।ମାଛ ବୋଝେଇ ଟ୍ରାକ୍ଟର ଟି ସେହି ରାସ୍ତା ପାର୍ ହେବା ପାଇଁ ଚେଷ୍ଟା କରୁଥିଲା । ଠିକ୍ ଏହି ସମୟରେ ଗଭୀର ପାଣି ଭିତରକୁ ପଶି ଯାଇଥିଲା ଟ୍ରାକ୍ଟର । ଟ୍ରାକ୍ଟର ଡ୍ରାଇଭର ଓ ସହେଯାଗୀ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତୀ ଯାଇଛନ୍ତି ।ସେପଟେ ସ୍ଥାନୀୟ ଲୋକମାନେ ବାରଣ କରିବା ସତ୍ୱେ ମଧ୍ୟ ଡ୍ରାଇଭର ନମାନି ଗାଡି ଚଳାଇବା ଲାଗି ଏପରି ଅଘଟଣ ଘଟିଛି ବୋଲି ଲୋକମାନେ କହିଛନ୍ତିା
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.