ମାଲକାନଗିରି:ଖରା ଦିନରେ ବନ୍ୟା ସ୍ଥିତି । କେନାଲ ବନ୍ଧ ଭାଙ୍ଗି ଗାଁ ରେ ପଶିଛି ବନ୍ୟା ଜଳ । ପାଣି ଘେରରେ ଲୋକେ ରହିଥିବା ବେଳେ ଘର ଦ୍ବାର ଓ ସମ୍ପତ୍ତି ନଷ୍ଟ ହେଇଯାଇଛି । ଏହି ଦୃଶ୍ୟ ହେଉଛି ମାଲକାନଗିରି ଏମ୍ପିଭି-୨ ଗାଁ ରେ । ଲୋକେ ସବୁ ଗାଁରେ ଭୋକ ଉପାସରେ ରହିଥିଲେ ବି କୌଣସି ପ୍ରକାର ସାହାଯ୍ୟ ମିଳିପାରିନହିଁ । ଯାହାକୁ ନେଇ ଅସନ୍ତୋଷ ଦେଖିବାକୁ ମିଳିଛି ।
BREAKING NEWS
- ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିବ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ରାଜସ୍ୱ ପର୍ଷଦ
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ

Comments are closed.