ଭୋପାଲ: ସାରା ବିଶ୍ୱରେ କରୋନାକୁ ନେଇ ହାହାକାର ସୃଷ୍ଟି ହୋଇଛି । ଏହାର ପ୍ରଭାବ ଏବେ ମଧ୍ୟପ୍ରଦେଶ ରାଜନୀତି ଉପରେ ମଧ୍ୟ ପଡିଛି । ସୋମବାର କମଲନାଥ ସରକାରଙ୍କ ହେବାକୁ ଥିବା ଫ୍ଲୋର ଟେଷ୍ଟ ପୂର୍ବରୁ ଭୋପାଲ ଫେରିଥିବା ବିଧାୟକଙ୍କ କରୋନା ଟେଷ୍ଟ ହେବା ନେଇ ଦାବି ହୋଇଛି ।
ଆଜି ବସିଥିବା ମଧ୍ୟପ୍ରଦେଶ ରାଜ୍ୟ କ୍ୟାବିନେଟ୍ ବୈଠକରେ ଏନେଇ ଆଲୋଚନା ହୋଇଛି । ଜୟପୁରରୁ ଫେରିଥିବା ବିଧାୟକଙ୍କ କରୋନା ପରୀକ୍ଷଣ କରାଯିବ । ଏହାସହ ହରିୟାଣା ଓ ବେଙ୍ଗାଲୁରୁରୁ ଯେଉଁ ବିଧାୟକମାନେ ଆସିବାର ଅଛି ସେମାନଙ୍କର ମଧ୍ୟ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ ।
ଉଲ୍ଲେଖଯୋଗ୍ୟ, ମଧ୍ୟପ୍ରଦେଶର ରାଜ୍ୟପାଳ ଲାଲଜୀ ଟଣ୍ଡନ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ବିଧାନସଭାରେ ବହୁମତ ସାବ୍ୟସ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ପୁଣି ଥରେ ରାଜ୍ୟର ରାଜନୀତି ସରଗରମ ହୋଇ ଉଠିଛି।
BREAKING NEWS
- Attempted Shooting at US Hindu Temple:ଆମେରିକାର ହିନ୍ଦୁ ମନ୍ଦିରରେ ଗଣ ଗୁଳିକାଣ୍ଡ ଘଟାଇବା ଷଡ଼ଯନ୍ତ୍ରକୁ ନେଇ ଭାରତ ଚିନ୍ତିତ; ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି
- ଦିଲ୍ଲୀ ରାମଲୀଳା: ରାବଣ ସହିତ ପୋଡ଼ାଯିବ ୩୦ ଫୁଟର ‘କକ୍ରୋଚ୍’ ପ୍ରତିମୂର୍ତ୍ତି
- ମହିଳା ଓ ଶିଶୁ ବିକାଶ ବିଭାଗ ଓ ବିର୍ଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ
- ଅନ୍ତ୍ୟୋଦୟ ଗୃହ ଯୋଜନାରେ ଆଉ ୨,୯୧,୬୬୬ ନୂଆ ଘର ହେବ ନିର୍ମାଣ
- ୭୫ ବର୍ଷୀୟ ବୃଦ୍ଧଙ୍କ ପ୍ରେମରେ ପଡ଼ିଲେ ୩୦ ବର୍ଷୀୟା ବ୍ଲଗର୍; ହୋଇ ସାରିଛି ନିର୍ବନ୍ଧ
- ବୈଭବ,ସଞ୍ଜୁଙ୍କୁ ନେଇ ଶ୍ରୀକାନ୍ତଙ୍କ ବଡ଼ ଅଭିଯୋଗ; ଟାର୍ଗେଟ୍ରେ ଗୌତମ ଗମ୍ଭୀର
- Odisha Student Union Elections:ଭୋଟିଂ ପରେ ଆସିଛି ଫଳାଫଳ;ରେଭେନ୍ସାରେ BCJD,ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ABVP…
- ସିରିଜ ଦୁର୍ଘଟଣା ଘଟାଇଲା ଟ୍ରକ; ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି
- ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜରେ ବୁମରାହଙ୍କୁ ଦିଆଯାଇପାରେ ବିଶ୍ରାମ
- ହେନଲେ ପାସପୋର୍ଟ ଇଣ୍ଡେକ୍ସ ୨୦୨୬: ଭାରତୀୟ ପାସପୋର୍ଟ ରାଙ୍କିଙ୍ଗ୍ରେ ସାମାନ୍ୟ ଉନ୍ନତି, ୮୪ ତମ ସ୍ଥାନରେ ଭାରତ

Comments are closed.