ଭୁବନେଶ୍ୱର: କରୋନା ଭୁତାଣୁ ସଂକ୍ରମଣର ସମ୍ଭାବ୍ୟ ବିପଦ ଦୃଷ୍ଟିରୁ ବାଲେଶ୍ୱର ସ୍ଥିତ ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ପ୍ରଫେସର, ସହାୟକ ପ୍ରଫେସର ଏବଂ ସହକାରୀ ପ୍ରଫେସର ପଦବୀ ପାଇଁ ହେବାକୁ ଥିବା ସାକ୍ଷାତକାର ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି । ଏ ସମ୍ପର୍କରେ ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ତରଫରୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି ।
ସୂଚନାଯୋଗ୍ୟ ଯେ ଏହି ବିଶ୍ୱବିଦ୍ୟାଳୟରେ ପ୍ରାଣୀ ବିଜ୍ଞାନ (ଜୁଲୋଜି) ବିଭାଗ ପାଇଁ ପ୍ରଫେସର, ସହକାରୀ ପ୍ରଫେସର ଏବଂ ସହାୟକ ପ୍ରଫେସର ନିଯୁକି ନିମନ୍ତେ ମାର୍ଚ୍ଚ ୨୩ ଏବଂ ୨୫ ତାରିଖରେ ସାକ୍ଷାତକାର ଅନୁଷ୍ଠିତ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏଥିନେଇ ସମସ୍ତ ଆବେଦନକାରୀଙ୍କୁ ଜଣାଇ ଦିଆଯାଇଥିବା ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି ।
BREAKING NEWS
- ଗହୀରମଥାରେ ବେଆଇନ ମାଛଧରା; ୭ ମତ୍ସ୍ୟଜୀବୀ ଗିରଫ
- ‘ଇସ୍ତଫା ଦେବାର କୌଣସି ଅର୍ଥ ନାହିଁ’ : ଟି-୨୦ ଅଧିନାୟକ ପଦରୁ ଓହରିବେ ନାହିଁ ଲିଟନ ଦାସ
- ଭାରତୀୟ କମ୍ପାନୀ ଉପରେ ଋଷର ଡ୍ରୋନ ଆକ୍ରମଣ, ଜଣେ ମୃତ
- ଫ୍ଲାଇଦୁବାଇ ବିମାନ ୯/୧୧ ଶୈଳୀରେ ତେଲ୍ ଆଭିଭ୍ର ଅଟ୍ଟାଳିକାରେ ବିମାନ ପିଟିବାକୁ ଯୋଜନା କରିଥିଲା କୋ-ପାଇଲଟ୍
- ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ:ମୁଖ୍ୟମନ୍ତ୍ରୀ
- ନିଶା ବେପାରୀଙ୍କ ଉପରେ ପୋଲିସର ବଡ଼ ଆକ୍ସନ; ୪୦୩ ଗ୍ରାମ ବ୍ରାଉନ୍ ସୁଗାର ଜବତ; ଛଅ ଗିରଫ
- ‘MICE ଇନ୍ସେଣ୍ଟିଭ୍ ପୋର୍ଟାଲ୍’ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ;ନିବେଶ ଓ ଅନୁଭୂତିଭିତ୍ତିକ ଭ୍ରମଣକୁ ପ୍ରୋତ୍ସାହିତ କରିବ
- ମାତ୍ର ୫ଟି ବଞ୍ଚିଥିଲେ… , ଆଜି ୩୫୦ ହେବାରୁ ଏହି ଚଢ଼େଇ ଜିତିଲା ବାର୍ଡ ଅଫ୍ ଦି ଇୟର ଟାଇଟଲ
- ପୂର୍ବତନ ବିଧାୟକ ପ୍ରଣବଙ୍କ ଗାଡ଼ିକୁ ଟେକାମାଡ଼;ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
- ଏସୀୟ କ୍ରୀଡ଼ା ୨୦୨୬:୨୪ ବର୍ଷ ପରେ ପୁରୁଷଙ୍କଠାରୁ ଆଗରେ ମହିଳା: ୪ଟି ଅଧିକ ସ୍ୱର୍ଣ୍ଣ ଜିତିଲେ, ହକିରେ ମିଳିଲା ଅଲମ୍ପିକ ଟିକେଟ୍

Comments are closed.