ସୋନପୁର: କାଠ ଧରିବାକୁ ଯାଇ ମାଡ଼ ଖାଇଲେ ବନ କର୍ମଚାରୀ । ଦୁର୍ବୃତ୍ତଙ୍କ ଆକ୍ରମଣରେ ୪ ଜଣ ବନ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବିନିକା ବନ କର୍ମଚାରୀ ଖାତିପଡ଼ାରେ ରେଡ୍ କରିଥିଲେ । କେନାଲ ପାଣି ଭିତରୁ ବିପୁଳ ଶାଗୁଆନ୍ କାଠ ଜବତ କରିଥିଲେ ବନ କର୍ମଚାରୀ ।
ଜବତ ଶାଗୁଆନ୍ କାଠକୁ ବାନଝିପାଳି ବିଟ୍ ଅଫିସରେ ରଖି ଖାତିପଡ଼ା ଗାଁକୁ ଅନୁସନ୍ଧାନ ପାଇଁ ଯାଇଥିବା ବେଳେ ଆକ୍ରମଣ କରିଥିଲେ ଦୁର୍ବୃତ୍ତ । ଏଥିରେ କୌଡ଼ିଆମୁଣ୍ଡ ଫରେଷ୍ଟରଙ୍କ ସହ ୪ ଜଣ ବନ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।
BREAKING NEWS
- Health Minister Accuses Opposition: ନିଜ ଜିଦରେ ଅଟଳ ବିରୋଧୀ…ବର୍ଷିଲେ ସ୍ୱାସ୍ଥ୍ୟମନ୍ତ୍ରୀ…ଆଜି ବି ଅଚଳାବସ୍ଥା…
- Odisha Weather Alert: ଆହୁରି ୪ ଦିନ କାଳବୈଶାଖୀ ବର୍ଷା, ୫୦ କିମି/ଘଣ୍ଟା ବେଗରେ ବହିବ ପବନ
- ମଧ୍ୟପ୍ରାଚ୍ୟରେ ୮ ଭାରତୀୟଙ୍କ ମୃତ୍ୟୁ, ଜଣେ ନିଖୋଜ: ଫେରିଲା ୫୫ ଲକ୍ଷ
- ଗ୍ୟାସ ସିଲିଣ୍ଡର୍ କଳାବଜାରୀ ରୋକିବାକୁ ପ୍ରଶାସନ ପକ୍ଷରୁ ଚଢ଼ାଉ
- ସରକାରଙ୍କ ବଡ଼ ଆଶ୍ୱାସନା: ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
Comments are closed.