ଆସିକା : ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ରେଞ୍ଜର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବସରପ୍ରାପ୍ତ ରେଞ୍ଜର ଜଗବନ୍ଧୁ ପାଢୀଙ୍କ ଘରେ ରେଡ୍ କରାଯାଉଛି । ଏକକାଳୀନ ୫ଟି ସ୍ଥାନରେ ଚଢାଉ ଚାଲିଛି । ଆସିକା , ଭଞ୍ଜନଗର , ବ୍ରହ୍ମପୁର ଓ ଭୁବନେଶ୍ବର ସ୍ଥିତ ଘରେ ରେଡ୍ କରୁଛି ଭିଜିଲାନ୍ସ ବିଭାଗ ।
BREAKING NEWS
- ଏଣିକି କଲେଜରେ ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେବ ବାୟୋମେଟ୍ରିକ୍ ଉପସ୍ଥାନ, କେଉଁ ଅନୁଷ୍ଠାନରେ ଲାଗୁ ହେବ ଦେଖନ୍ତୁ ତାଲିକା
- ମଝି ସମୁଦ୍ରରେ ପଣ୍ୟବାହୀ ଜାହାଜ ବୁଡି ଯିବା ଘଟଣା: ସର୍ଚ୍ଚ ଅପରେସନରେ ସାମିଲ ହେଲା ୨ଟି ଚାଇନା ଜାହାଜ
- ବଲିଉଡରେ ଶୋକର ଛାୟା: ଅଜୟ ଦେବଗନଙ୍କୁ ଷ୍ଟାର୍ ବନାଇଥିବା ନିର୍ଦ୍ଦେଶକ କୁକୁ କୋହଲିଙ୍କ ପରଲୋକ
- ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ଯୋଗ ଦେଲେ ଅନୁଗୁ ଶିବା ମାରୁତି ରେଡ୍ଡୀ
- MMDR ସଂଶୋଧନ ବିଲ୍କୁ ନେଇ ରାଜନୀତି: ଶାସକ-ବିରୋଧୀ ମଧ୍ୟରେ ବାକ୍ ଯୁଦ୍ଧ
- ଯୁଦ୍ଧ ଭିତରେ କାର୍ଟୁନ୍ ଓ ପପକର୍ଣ୍ଣ
- କିମସରେ ହୃତପିଣ୍ଡ ଧମନୀର ସଫଳ ଅସ୍ତ୍ରୋପଚାର: ନୂଆ ଜୀବନ ପାଇଲେ ୨୧ ବର୍ଷୀୟ ଯୁବକ
- ରାଜ୍ୟ ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ: ବଦଳିଲେ ଅନେକ ବରିଷ୍ଠ ଆଇଏଏସ୍ ଅଫିସର
- ଗଲୱାନ ସଂଘର୍ଷ ପରେ ପ୍ରଥମ ଗସ୍ତ: ବ୍ରିକ୍ସ ସମ୍ମିଳନୀ ପାଇଁ ପ୍ରସ୍ତୁତି ଜୋରଦାର, ହେଲେ ବେଜିଂର ନୀରବତାକୁ ନେଇ ସସ୍ପେନ୍ସ
- ୨୭ରେ ଭଦ୍ରାକାଳ ଥିବାରୁ ବାନ୍ଧନ୍ତୁ ନାହିଁ ରାଖୀ: ଶ୍ରୀମନ୍ଦିର ନୀତିକାନ୍ତିକୁ ଦେଖି ୨୮ରେ ପାଳନ ପାଇଁ ଗବେଷକଙ୍କ ପରାମର୍ଶ

Comments are closed.