ଭୁବନେଶ୍ୱର :ଜାଲ ପ୍ରମାଣ ପତ୍ର ଦେଖାଇ ଠକେଇ ଅଭିଯୋଗରେ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ପୂର୍ବତନ ମ୍ୟାନେଜର ଏବଂ ତାଙ୍କର ଜଣେ ସହଯୋଗୀ ଗିରଫ ହୋଇଛନ୍ତି । ୩ କୋଟି ୬୮ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଇଓଡବ୍ଲୁ ତାଙ୍କୁ ଗିରଫ କରିଛି । ତାଙ୍କ ନାଁ ହେଉଛି ବିରେନ୍ଦ୍ର କୁମାର ପଟ୍ଟନାୟକ । ସେ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ପୂର୍ବତନ ଶାଖା ପରିଚାଳକ ଥିଲେ । ଏବଂ ତାଙ୍କ ସହିତ ଆଉ ଜଣେ ଅଧିକାରୀ ନିରଞ୍ଜନ ନାୟକଙ୍କୁ ମଧ୍ୟ ଗିରଫ କରାଯାଇଛି । ବହୁ ଆଗରୁ ତାଙ୍କ ନାଁ ଜାଲ ପ୍ରମାଣ ପତ୍ର ଠକେଇ ଅଭିଯୋଗ ହୋଇଥିଲା ।ଏହି ଅଭିଯୋଗକୁ ଆଧାର କରି ଇଓଡବ୍ଲୁ ତାଙ୍କୁ ଗିରଫ କରିଛି ।
BREAKING NEWS
- କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍ଘାଟିତ
- କୋହଲି ଅହଙ୍କାରୀ କି ନୁହେଁ କହିଲେ ସାଥୀ ଖେଳାଳି
- କୋର୍ଟକୁ ଆସିଲେନି ପିୟୂଷ
- ୬୯ତମ ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶା ରନର୍ସଅପ୍
- ରୋଗୀ ମୃତ୍ୟୁ ପରେ ମେଡିକାଲରେ ହାଇଡ୍ରାମା
- ବାପାଙ୍କ ସମର୍ଥନରେ ବାହାରିଲେ ସୋଫିଆ
- ୨୦୦କୁ ବଢିପାରେ ବିଧାନସଭା ସିଟ୍ ସଂଖ୍ୟା
- ଜମ୍ମୁରେ ଆତଙ୍କବାଦୀଙ୍କ ସାଟେଲାଇଟ୍ ଯୋଗାଯୋଗ ଟ୍ରାକ୍; ଭାରତୀୟ ସେନାର ସର୍ଚ୍ଚ ଅପରେସନ୍ ଆରମ୍ଭ
- Accident Rate: ବର୍ଷକୁ ଦେଶରେ ଘଟୁଛି ୫ ଲକ୍ଷ ଦୁର୍ଘଟଣା, ରାଜ୍ୟରେ ଜାଣନ୍ତୁ କେତେ…
- ପାକ୍ସ ସିଲିକାର ପୂର୍ଣ୍ଣକାଳୀନ ସଦସ୍ୟ ହେବ ଭାରତ, ଜାଣନ୍ତୁ କଣ…
Comments are closed.