ଭୁବନେଶ୍ୱର :ଜାଲ ପ୍ରମାଣ ପତ୍ର ଦେଖାଇ ଠକେଇ ଅଭିଯୋଗରେ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ପୂର୍ବତନ ମ୍ୟାନେଜର ଏବଂ ତାଙ୍କର ଜଣେ ସହଯୋଗୀ ଗିରଫ ହୋଇଛନ୍ତି । ୩ କୋଟି ୬୮ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଇଓଡବ୍ଲୁ ତାଙ୍କୁ ଗିରଫ କରିଛି । ତାଙ୍କ ନାଁ ହେଉଛି ବିରେନ୍ଦ୍ର କୁମାର ପଟ୍ଟନାୟକ । ସେ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ପୂର୍ବତନ ଶାଖା ପରିଚାଳକ ଥିଲେ । ଏବଂ ତାଙ୍କ ସହିତ ଆଉ ଜଣେ ଅଧିକାରୀ ନିରଞ୍ଜନ ନାୟକଙ୍କୁ ମଧ୍ୟ ଗିରଫ କରାଯାଇଛି । ବହୁ ଆଗରୁ ତାଙ୍କ ନାଁ ଜାଲ ପ୍ରମାଣ ପତ୍ର ଠକେଇ ଅଭିଯୋଗ ହୋଇଥିଲା ।ଏହି ଅଭିଯୋଗକୁ ଆଧାର କରି ଇଓଡବ୍ଲୁ ତାଙ୍କୁ ଗିରଫ କରିଛି ।
BREAKING NEWS
- ଚାଷୀଙ୍କ ସହ ଗୁହାଳରେ ଗୋବର ଉଠାଇଲେ ଜର୍ମାନୀ କୂଟନୀତିଜ୍ଞ ଓସୱାଲ୍ଡ
- ବିଜିପୁର ଫ୍ରୁଟ ଭେଣ୍ଡିଂ ଜୋନ୍ରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ୩ଟି ଫଳ ଦୋକାନ
- ଉତ୍କଳ ବିଶ୍ବବିଦ୍ୟାଳୟ କବ୍ଜା କଲା ABV: ସଭାପତି ପ୍ରାର୍ଥୀ ଅଭିରାମ ମିଶ୍ର ବିଜୟୀ, ଉପସଭାପତି ସହ ୨ଟି ସିଟ୍ ଜିତିଲା NSUI
- ଓଡ଼ିଶା ସରକାର ଓ BGU ମଧ୍ୟରେ ଚୁକ୍ତି; ‘ଅଦ୍ୱିକା’ ଯୋଜନାରେ କିଶୋରୀମାନେ ପାଇବେ ଦକ୍ଷତା ପ୍ରଶିକ୍ଷଣ
- ରମାଦେବୀ ବିଶ୍ୱଦ୍ୟାଳୟରେ ଐତିହାସିକ ନିର୍ବାଚନ: ରାତି ଅଧରେ ବାହାରିଲା ରେଜଲ୍ଟ, ବାଜି ମାରିନେଲା BCJD
- ଆମେରିକା ସିନେଟର ଓ ମେୟରଙ୍କ କିଟ୍-କିସ୍ ପରିଦର୍ଶନ, ୧୦ ଜଣଙ୍କୁ ‘କିଓ’ ଜୀବନବ୍ୟାପୀ ସାଧନା ସମ୍ମାନ
- Attempted Shooting at US Hindu Temple:ଆମେରିକାର ହିନ୍ଦୁ ମନ୍ଦିରରେ ଗଣ ଗୁଳିକାଣ୍ଡ ଘଟାଇବା ଷଡ଼ଯନ୍ତ୍ରକୁ ନେଇ ଭାରତ ଚିନ୍ତିତ; ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି
- ଦିଲ୍ଲୀ ରାମଲୀଳା: ରାବଣ ସହିତ ପୋଡ଼ାଯିବ ୩୦ ଫୁଟର ‘କକ୍ରୋଚ୍’ ପ୍ରତିମୂର୍ତ୍ତି
- ମହିଳା ଓ ଶିଶୁ ବିକାଶ ବିଭାଗ ଓ ବିର୍ଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ
- ଅନ୍ତ୍ୟୋଦୟ ଗୃହ ଯୋଜନାରେ ଆଉ ୨,୯୧,୬୬୬ ନୂଆ ଘର ହେବ ନିର୍ମାଣ

Comments are closed.