Latest Odisha News

BREAKING NEWS

ପୂର୍ବତନ ମୁଖ୍ୟମନ୍ତ୍ରୀ ଉମା ଭାରତୀଙ୍କୁ କରୋନା

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମା ଭାରତୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ଏବେ ସେ ହରିଦ୍ୱାର ଓ ଋଷିକେସ ମଧ୍ୟରେ ଥିବା ବନ୍ଦେ ମାତରମ୍ କୁଂଜରେ କ୍ୱାରେଂଟାଇନ୍‌ରେ ଅଛନ୍ତି । ଚାରି ଦିନ ପରେ ପୁଣିଥରେ କରୋନା ଟେଷ୍ଟ କରାଇବା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ନିଷ୍ପତ୍ତି ନେବେ ବୋଲି ଉମା ଭାରତୀ କହିଛନ୍ତି । ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ପରୀକ୍ଷା କରାଇବା ପାଇଁ ସେ ପରାମର୍ଶ ଦେଇଛନ୍ତି ।

 

Leave A Reply

Your email address will not be published.