Latest Odisha News

BREAKING NEWS

କରୋନାରେ କଂଗ୍ରେସର ବରିଷ୍ଠ ନେତାଙ୍କ ଦେହାନ୍ତ

ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ଏ.କେ ୱାଲିଆଙ୍କର ଗୁରୁବାର ସକାଳେ ଆପୋଲୋ ହସ୍ପିଟାଲରେ ଦେହାନ୍ତ ଘଟିଛି। ସେ କରୋନାରେ ସଂକ୍ରମିତ ଥିବା ଜଣାପଡିଛି।

ବୃତ୍ତିରେ ସେ ଜଣେ ଡାକ୍ତର ହୋଇଥିଲା ବେଳେ ଚାରିଥର (୧୯୯୩-୨୦୧୩) ଦିଲ୍ଲୀ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାବ୍ୟତୀତ ଶୀଲା ଦୀକ୍ଷିତଙ୍କର କ୍ୟାବିନେଟରେ ସେ ସ୍ୱାସ୍ଥ୍ୟ, ନଗର ଉନ୍ନୟନ ଏବଂ ଜମି ଓ ବିଲ୍ଡିଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।

Leave A Reply

Your email address will not be published.