Latest Odisha News

BREAKING NEWS

ପୂର୍ବତନ ବିଧାୟକ ବୀର ସିପକାଙ୍କ ପରଲୋକ

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ବୀର ସିପକାଙ୍କ ନିଜ ଗ୍ରାମ ଗୋଳାମୁଣ୍ଡାସ୍ଥିତ ବାସଭବନରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା । ଗତ କିଛିଦିନ ଧରି ସେ ଅସୁସ୍ଥ ରହିଥିଲେ ।

ସେ ୩ଥର ରାଜ୍ୟ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ବିଜୁ ଜନତା ଦଳରୁ ୨ଥର ଏବଂ ଜନତା ଦଳର ପ୍ରାର୍ଥୀଭାବେ ନିର୍ବାଚିତ ହୋଇଥିଲେ ।

ତାଙ୍କର ମୃତ୍ୟୁରେ କଳାହାଣ୍ଡି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.