Latest Odisha News

BREAKING NEWS

ଆହୁରି ୧୪ ଦିନ ନ୍ୟାୟିକ ହେପାଜତରେ ରହିବେ ପୂର୍ବତନ ଗୃହମନ୍ତ୍ରୀ

ନୂଆଦିଲ୍ଲୀ: ଅର୍ଥ ହେରଫେର ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ଆଉ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଯାଇଛି।

ଦେଶମୁଖଙ୍କୁ ନଭେମ୍ବର ୨ରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଗିରଫ କରିଥିଲା। ନଭେମ୍ବର ୬ ରେ, କୋର୍ଟ ୭୧ ବର୍ଷୀୟ ଦେଶମୁଖଙ୍କୁ ନ୍ୟାୟିକ ହେପାଜତକୁ ପଠାଇଥିଲେ ଏବଂ ଇଡି ହେପାଜତ ଦାବିଙ୍କୁ ପ୍ରତ୍ୟାଖ୍ୟାନ କରିଥିଲେ। ଏହାର ଗୋଟିଏ ଦିନ ପରେ ବମ୍ବେ ହାଇକୋର୍ଟ ଦେଶମୁଖଙ୍କୁ ନଭେମ୍ବର ୧୨ ପର୍ଯ୍ୟନ୍ତ ଇଡି ହେପାଜତକୁ ପଠାଇ ଦେଇଥିଲେ।

Leave A Reply

Your email address will not be published.