Latest Odisha News

ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନସଚିବ ରବିନାରାୟଣ ଦାସଙ୍କର ଆଜି ପରଲୋକ

ଭୁବନେଶ୍ବର: ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନସଚିବ ରବିନାରାୟଣ ଦାସଙ୍କର ଆଜି ପରଲୋକ ହୋଇଛି। ସେ ତାଙ୍କ ଫରେଷ୍ଟ ପାର୍କ ହାଉସ ବାସଭବନରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି।

୧୯୫୯ ବ୍ୟାଚର ଆଇଏଏସ୍ ଶ୍ରୀ ଦାସ ୧୯୯୨ ମସିହା ଡିସେମ୍ବର ୧ ତାରିଖରୁ ୧୯୯୫ ମସିହା ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟ ଶାସନସଚିବ ଥିଲେ। ତତ୍କାଳୀନ ମୁଖ୍ୟ ମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ କାର୍ଯ୍ୟକାଳ ମଧ୍ୟରେ ମୁଖ୍ୟ ଶାସନ ସଚିବ ଭାବରେ କାର୍ଯ୍ୟ କରିଥିଲେେ ।

ସେ ପ୍ରଶାସକ ଦୁର୍ଗା ଚରଣ ଚରଣ ଦାସ  ଓ  ପ୍ରଖ୍ୟାତ କବୟିତ୍ରୀ ନିର୍ମଳା ଦେବୀଙ୍କ ପୁତ୍ର। ଆଜି ତାଙ୍କ ମୃତ୍ୟୁରେ ଶୋକର ଛାୟା ଖେଳିଯାଇଛି ।

 

 

Leave A Reply

Your email address will not be published.