ଝାରସୁଗୁଡ଼ା : ପଞ୍ଚାୟତ ନିର୍ବାଚନ ପୂର୍ବରୁ ଆରମ୍ଭ ହେଲାଣି ଦଳଡିଆଁ ପର୍ବ । ବିଜେଡି ଛାଡି ବିଜେପିରେ ଯୋଗଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଭାଇ ବିହାରୀ ଚନ୍ଦ୍ର ବିଶ୍ୱାଳ । ତାଙ୍କ ପୁତ୍ର ବଧୂ ମଧ୍ୟ ବିଜେପିରେ ଯୋଗଦେଇଛନ୍ତି । ବେହେରାମାଲ ବିଜେପି କାର୍ଯ୍ୟାଳୟରେ ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ, ରାଜ୍ୟ ସମ୍ପାଦକ ଟଙ୍ଖଧର ତ୍ରୀପାଠୀଙ୍କ ଉପସ୍ଥିତିରେ ସେ ଶଙ୍ଖ ଛାଡି ପଦ୍ମ ଧରିଛନ୍ତି । ସେ ବିଜେପିରେ ମିଶିବେ ବୋଲି ଆଗରୁ ଘୋଷଣା କରିଥିଲେ । ହେଲେ ଆଜି ବିଦ୍ଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.