ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜେଡିଏସ୍ ନେତା ଏଚ୍. ଡି. ଦେବେଗୌଡ଼ା କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କ ପତ୍ନୀ ଚେନ୍ନାମା ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଏଚ୍. ଡି. ଦେବେଗୌଡ଼ା । ଏବେ ସେ ଓ ତାଙ୍କ ପରିବାର ସମସ୍ତେ ଆଇସୋଲେସନରେ ଅଛନ୍ତି ।
ଗତ କିଛି ଦିନ ହେବ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକ କୋଭିଡ୍ ଟେଷ୍ଟ କରାଇ ନେବାକୁ ସେ ଅନୁରୋଧ କରିଛନ୍ତି । ଏହାସହ ଦଳୀୟ କର୍ମୀ ଓ ଶୁଭେଚ୍ଛଙ୍କୁ ଆତଙ୍କିତ ନହେବାକୁ କହିଛନ୍ତି ଏଚ୍. ଡି. ଦେବେଗୌଡ଼ା । କରୋନାର ଦ୍ୱିତୀୟ ଲହରିରେ ସଂକ୍ରମଣ ବଢୁଥିବା ବେଳେ ବହୁ ବିଶିଷ୍ଟ ବ୍ୟକ୍ତି ବି ପଜିଟିଭ୍ ଚିହ୍ନଟ ହେଉଛନ୍ତି ।
BREAKING NEWS
- ସମୁଦ୍ର ତଳେ ଷଡ଼ଯନ୍ତ୍ର, ଗାଏବ ହୋଇଯିବ ଇଣ୍ଟରନେଟ୍ !
- ରିଲ୍ସ କରିବା ହେଲା କାଳ, ପୋଲରୁ ନଦୀକୁ ଡେଇଁଲେ ଦୁଇ ଯୁବକ
- ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଅଶ୍ୱିନ୍ କାହିଁକି ଦେଲେ ସତର୍କବାଣୀ ?
- ଦୁଇରୁ ତିନି ବର୍ଷ ମଧ୍ୟରେ ଦୂର ହେବ ଅଗ୍ନିବୀରଙ୍କ ଅଭାବ
- ଏକଲବ୍ୟ ପୁରସ୍କାର-୨୦୨୬ ପାଇଁ ଦରଖାସ୍ତ ଆହ୍ୱାନ
- Iran US War: ନୌସେନା, ବାୟୁସେନା, ସମଗ୍ର ନେତୃତ୍ୱ…ସବୁ ଶେଷ, ଇରାନ ଉପରେ ବିଜୟ ଘୋଷଣା କଲେ ରାଷ୍ଟ୍ରପତି ଟ୍ରମ୍ପ
- ବାବ୍-ଅଲ୍-ମାଣ୍ଡେବ ପ୍ରଣାଳୀ ବନ୍ଦ ହେଲେ କେଉଁ ଜିନିଷର ଅଭାବ ରହିବ? ଭାରତକୁ କେତେ ପ୍ରଭାବିତ କରିବ..
- Customs Duty Exemption on Petrochemical: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋକେମିକାଲ୍ ଉତ୍ପାଦ ଉପରୁ ସୀମା ଶୁଳ୍କ ଛାଡ଼
- ଚୌଦ୍ବାର ଜେଲରୁ ଫେରାର୍ ଦ୍ବିତୀୟ କଏଦୀ ଗିରଫ
- ସେୟାର୍ ବଜାର୍ ଖୋଲୁ ଖୋଲୁ ତଳକୁ ଖସିଲା ସେନସେକ୍ସ ଓ ନିଫ୍ଟି
Comments are closed.