ପୁରୀ: ଭିଜିଲାନ୍ସ ଜାଲରେ ପୂର୍ବତନ ରାଜସ୍ୱ ନିରୀକ୍ଷକ(RI) । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ତହସିଲର ପୂର୍ବତନ ଆରଆଇ ବସନ୍ତ ମହାନ୍ତିଙ୍କ ଘରେ ଚଢାଉ । ପୁରୀ ଅଫିସ୍ ସମେତ ଏକକାଳୀନ ୬ଟି ସ୍ଥାନରେ ରେଡ୍ ଚଳାଇଛି ଭିଜିଲାନ୍ସ ଟିମ୍ । ପୁରୀ ଫ୍ରେଣ୍ଡସ୍ କ୍ଲବ ଗଳିରେ ଥିବା ୨ଟି ଘର, ବାଲିଘାଟ ଓ ପେଣ୍ଠକଟାରେ ଥିବା ବାସଭବନରେ ରେଡ୍ ଚାଲିଛି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରେ ପୈତୃକ ଘରେ ବି ଚଢ଼ାଉ ହୋଇଛି । ଏବେ ବି ରେଡ୍ ଚାଲିଛି । ଚଢ଼ାଉ ପରେ ତାଙ୍କର କେତେ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଛି ଜଣା ପଡିବ ।
BREAKING NEWS
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC

Comments are closed.