ବ୍ରହପୁର: ବିଧାନସଭାର ପୂର୍ବତନ ବାଚସ୍ପତି ଚିନ୍ତାମଣି ଦ୍ୟାନ ସାମନ୍ତରାୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଶ୍ରୀ ସାମନ୍ତରାୟଙ୍କୁ ଭୁବନେଶ୍ୱର ସ୍ଥିତ କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ପୁଅ ମନୋରଞ୍ଜନ ଦ୍ୟାନ୍ ସାମନ୍ତରାୟ ତାଙ୍କର ଦେଖାଶୁଣା କରିଥିଲେ ।
ତେବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବା ନେଇ ଶ୍ରୀ ସାମନ୍ତରାୟଙ୍କ ପୁଅ ସୂଚନା ଦେଇଛନ୍ତି ।
Comments are closed.